Wildebeest analysis examples for:   ory-ory   ଃ    February 25, 2023 at 00:57    Script wb_pprint_html.py   by Ulf Hermjakob

5  GEN 1:5  ପୁଣି, ପରମେଶ୍ୱର ଦୀପ୍ତିର ନାମ ଦିବସ ଓ ଅନ୍ଧକାରର ନାମ ରାତ୍ରି ଦେଲେ। ତହୁଁ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପ୍ରଥମ ଦିବସ ହେଲା।
7  GEN 1:7  ଏହିରୂପେ ପରମେଶ୍ୱର ଶୂନ୍ୟ ନିର୍ମାଣ କରି ଶୂନ୍ୟର ଊର୍ଦ୍ଧ୍ୱସ୍ଥ ଜଳରୁ ଶୂନ୍ୟର ଅଧଃସ୍ଥ ଜଳକୁ ଭିନ୍ନ କଲେ; ତହିଁରେ ସେହିରୂପ ହେଲା।
8  GEN 1:8  ଆଉ ପରମେଶ୍ୱର ସେହି ଶୂନ୍ୟର ନାମ ଆକାଶମଣ୍ଡଳ ଦେଲେ। ପୁଣି, ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଦ୍ୱିତୀୟ ଦିବସ ହେଲା।
9  GEN 1:9  ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆକାଶମଣ୍ଡଳର ଅଧଃସ୍ଥ ସମଗ୍ର ଜଳ ଏକ ସ୍ଥାନରେ ସଂଗୃହୀତ ହେଉ ଓ ସ୍ଥଳ ପ୍ରକାଶ ହେଉ,” ତହିଁରେ ସେହିରୂପ ହେଲା।
13  GEN 1:13  ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ତୃତୀୟ ଦିବସ ହେଲା।
19  GEN 1:19  ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଚତୁର୍ଥ ଦିବସ ହେଲା।
23  GEN 1:23  ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ପଞ୍ଚମ ଦିବସ ହେଲା।
31  GEN 1:31  ପରମେଶ୍ୱର ଆପଣା ନିର୍ମିତ ପ୍ରତ୍ୟେକ ବସ୍ତୁ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସମସ୍ତ ଅତ୍ୟୁତ୍ତମ ହେଲା। ତହିଁରେ ସନ୍ଧ୍ୟା ଓ ପ୍ରାତଃକାଳ ହୋଇ ଷଷ୍ଠ ଦିବସ ହେଲା।
85  GEN 4:5  ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ।
86  GEN 4:6  ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ ? ଆଉ କାହିଁକି ଦୁଃଖିତ ହେଉଅଛ ?
143  GEN 6:5  ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।
178  GEN 7:18  ଆଉ ପୃଥିବୀରେ କ୍ରମଶଃ ଜଳ ପ୍ରବଳ ହୋଇ ଅତିଶୟ ବଢ଼ୁ ବଢ଼ୁ ଜାହାଜ ଜଳ ଉପରେ ଭାସିଲା।
189  GEN 8:5  ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା।
363  GEN 15:2  ତହିଁରେ ଅବ୍ରାମ ଉତ୍ତର କଲେ, “ହେ ପ୍ରଭୁ ସଦାପ୍ରଭୁ, ତୁମ୍ଭେ ମୋତେ କ’ଣ ଦେବ ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି, ଦମ୍ମେଶକୀୟ ଇଲୀୟେଜର ମୋ’ ଗୃହର ଧନାଧିକାରୀ ଅଟେ।”
383  GEN 16:1  ଅବ୍ରାମଙ୍କର ଭାର୍ଯ୍ୟା ସାରୀ ନିଃସନ୍ତାନା ଥିଲେ, ପୁଣି, ହାଗାର ନାମ୍ନୀ ତାଙ୍କର ଏକ ମିସରୀୟା ଦାସୀ ଥିଲା।
393  GEN 16:11  ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାୟେଲ ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ।
437  GEN 18:12  ଏନିମନ୍ତେ ସାରା ହସି ମନେ ମନେ କହିଲେ, “ମୋହର ଏହି ଶୀର୍ଣ୍ଣାବସ୍ଥାରେ କି ଏରୂପ ଆନନ୍ଦ ହେବ ? ବିଶେଷତଃ ମୋହର ପ୍ରଭୁ ମଧ୍ୟ ବୃଦ୍ଧ।”
525  GEN 21:11  ଏହି କଥା ଶୁଣି ଅବ୍ରହାମ ଆପଣା ପୁତ୍ର ସକାଶୁ ଅତି ଦୁଃଖିତ ହେଲେ।
526  GEN 21:12  ସେତେବେଳେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍‍ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ।
555  GEN 22:7  ଆଉ ଇସ୍‍ହାକ ଆପଣା ପିତା ଅବ୍ରହାମଙ୍କୁ ଡାକି କହିଲା, “ହେ ମୋହର ପିତଃ।” ତହିଁରେ ସେ ଉତ୍ତର କଲେ, “ପୁତ୍ର, ଦେଖ, ମୁଁ ଏଠାରେ।” ସେତେବେଳେ ସେ ପଚାରିଲା, “ଏହି ଦେଖ, ଅଗ୍ନି ଓ କାଷ୍ଠ, ମାତ୍ର ହୋମ ନିମନ୍ତେ ମେଣ୍ଢା ଛୁଆ କାହିଁ ?”
589  GEN 23:17  ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍‍ପେଲାରେ ଇଫ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ,
728  GEN 26:35  ମାତ୍ର ସେମାନେ ଇସ୍‍ହାକ ଓ ରିବିକାଙ୍କ ମନର ଦୁଃଖଦାୟିନୀ ହେଲେ।
746  GEN 27:18  ତହୁଁ ଯାକୁବ ଆପଣା ପିତା ନିକଟକୁ ଯାଇ କହିଲା, “ପିତଃ,” ସେ ଉତ୍ତର କଲେ, “ଦେଖ, ମୁଁ ଏଠାରେ ପୁତ୍ର, ତୁମ୍ଭେ କିଏ ?”
759  GEN 27:31  ପୁଣି, ସେ ମଧ୍ୟ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ପିତା ନିକଟକୁ ଆଣି କହିଲା, “ପିତଃ, ଆପଣ ଉଠି ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।”
762  GEN 27:34  ଏଷୌ ପିତାଙ୍କର ଏହି କଥା ଶୁଣିବାମାତ୍ରେ ଅତ୍ୟନ୍ତ ବ୍ୟାକୁଳ ଚିତ୍ତରେ ମହାଚିତ୍କାର କଲା, ପୁଣି, ଆପଣା ପିତାଙ୍କୁ କହିଲା, “ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।”
766  GEN 27:38  ତହିଁରେ ଏଷୌ ପୁନର୍ବାର ଆପଣା ପିତାଙ୍କୁ କହିଲା, “ପିତଃ, ଆପଣଙ୍କର କି କେବଳ ଗୋଟିଏ ଆଶୀର୍ବାଦ ଥିଲା ? ହେ ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।” ଏହା କହି ଏଷୌ ଉଚ୍ଚସ୍ୱରରେ କାନ୍ଦିବାକୁ ଲାଗିଲା।
828  GEN 29:32  ଏଥିପାଇଁ ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍‍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, “ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋ’ ସ୍ୱାମୀ ମୋତେ ଭଲ ପାଇବେ।”
916  GEN 31:42  ମୋର ପୈତୃକ ପରମେଶ୍ୱର, ଅବ୍ରହାମର ପରମେଶ୍ୱର ଓ ଇସ୍‍ହାକର ଭୟସ୍ଥାନ ଯଦି ମୋହର ସହାୟ ହୋଇ ନ ଥା’ନ୍ତେ, ତେବେ ଅବଶ୍ୟ ଏବେ ତୁମ୍ଭେ ମୋତେ ତୁଚ୍ଛା ହାତରେ ବିଦାୟ କରିଥାଆନ୍ତ। ପରମେଶ୍ୱର ମୋହର ଦୁଃଖ ଓ ହସ୍ତର ପରିଶ୍ରମ ଦେଖିଅଛନ୍ତି; ଏଣୁ ଗତ ରାତ୍ରିରେ ତୁମ୍ଭକୁ ଧମକାଇଲେ।”
924  GEN 31:50  ତୁମ୍ଭେ ଯଦି ମୋ’ କନ୍ୟାମାନଙ୍କୁ ଦୁଃଖ ଦେବ, ଅଥବା ମୋହର କନ୍ୟାମାନେ ଥାଉ ଥାଉ ଅନ୍ୟ ସ୍ତ୍ରୀମାନଙ୍କୁ ବିବାହ କରିବ, ତେବେ ସେହି ସମୟରେ କୌଣସି ମନୁଷ୍ୟ ଆମ୍ଭମାନଙ୍କ ନିକଟରେ ନ ଥିବ, ମାତ୍ର ଦେଖ, ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ସାକ୍ଷୀ ହେବେ।”
1015  GEN 35:3  ପୁଣି, ଆସ, ଆମ୍ଭେମାନେ ଉଠି ବେଥେଲ୍‍କୁ ଯାଉ; ଯେଉଁ ପରମେଶ୍ୱର ମୋର ଦୁଃଖର ଦିନରେ ମୋ’ ପ୍ରାର୍ଥନାର ଉତ୍ତର ଦେଲେ, ଓ ମୋର ଗମନର ପଥରେ ମୋର ସହାୟ ହୋଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ମୁଁ ସେହି ସ୍ଥାନରେ ଗୋଟିଏ ଯଜ୍ଞବେଦି ନିର୍ମାଣ କରିବି।”
1020  GEN 35:8  ଆଉ ସେହି ସ୍ଥାନରେ ରିବିକାର ଦବୋରା ନାମ୍ନୀ ଧାତ୍ରୀର ମୃତ୍ୟୁୁ ହୁଅନ୍ତେ, ବେଥେଲ୍‍ର ଅଧଃସ୍ଥିତ ଅଲୋନ ବୃକ୍ଷମୂଳେ ତାହାର କବର ହେଲା, ପୁଣି, ସେହି ସ୍ଥାନର ନାମ ଅଲୋନ-ବାଖୁତ୍‍ ହେଲା।
1129  GEN 38:9  ମାତ୍ର ସେହି ବଂଶ ଆପଣାର ହେବ ନାହିଁ, ଏହା ବୁଝି ଓନନ୍‍ ଭ୍ରାତୃଭାର୍ଯ୍ୟାର ସଙ୍ଗମ କାଳେ ଭ୍ରାତୃବଂଶ ଉତ୍ପନ୍ନ କରିବା ଅନିଚ୍ଛାରେ ଭୂମିରେ ରେତଃପାତ କଲା।
1247  GEN 41:51  ତହିଁରେ ଯୋଷେଫ ଜ୍ୟେଷ୍ଠର ନାମ ମନଃଶି ରଖିଲେ, କାରଣ ସେ କହିଲେ, “ପରମେଶ୍ୱର ମୋହର ସମସ୍ତ କ୍ଳେଶର ଓ ନିଜ ପିତୃଗୃହର ବିସ୍ମୃତି ଜନ୍ମାଇ ଅଛନ୍ତି।”
1248  GEN 41:52  ପୁଣି, ଦ୍ୱିତୀୟ ପୁତ୍ରର ନାମ ଇଫ୍ରୟିମ ରଖିଲେ, କାରଣ ସେ କହିଲେ, “ମୋହର ଦୁଃଖଭୋଗର ଦେଶରେ ପରମେଶ୍ୱର ମୋତେ ଫଳବାନ କରିଅଛନ୍ତି।”
1321  GEN 43:30  ତହୁଁ ଭାଇ ପ୍ରତି ଯୋଷେଫଙ୍କର ଅନ୍ତଃକରଣ ସ୍ନେହରେ ଉତ୍ତପ୍ତ ହେବାରୁ ସେ ଶୀଘ୍ର ରୋଦନ କରିବାକୁ ସ୍ଥାନ ଖୋଜିଲେ; ପୁଣି, ସେ ଆପଣା କୋଠରିରେ ପ୍ରବେଶ କରି ସେଠାରେ ରୋଦନ କଲେ।
1360  GEN 45:1  ଏଥିରେ ଯୋଷେଫ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କ ସାକ୍ଷାତରେ ଆପଣାକୁ ସମ୍ଭାଳି ନ ପାରି ଉଚ୍ଚୈଃସ୍ୱରରେ କହିଲେ, “ଆମ୍ଭ ସମ୍ମୁଖରୁ ସବୁ ଲୋକଙ୍କୁ ବାହାର କର।” ତହୁଁ କେହି ତାଙ୍କ ନିକଟରେ ନ ରହନ୍ତେ, ଯୋଷେଫ ଭାଇମାନଙ୍କ ସାକ୍ଷାତରେ ଆପଣାର ପରିଚୟ ଦେବାକୁ ଲାଗିଲେ।
1361  GEN 45:2  ସେ ଉଚ୍ଚୈଃସ୍ୱରରେ ଏପରି ରୋଦନ କଲେ ଯେ, ମିସ୍ରୀୟମାନେ ଓ ଫାରୋଙ୍କ ଗୃହସ୍ଥିତ ଲୋକମାନେ ତାହା ଶୁଣି ପାରିଲେ।
1364  GEN 45:5  ମାତ୍ର, ତୁମ୍ଭେମାନେ ମୋତେ ଏଠାକୁ ଆସିବା ପାଇଁ ବିକ୍ରୟ କଲ ବୋଲି ଏବେ ଦୁଃଖିତ ଓ ଆପଣା ଆପଣା ପ୍ରତି ବିରକ୍ତ ହୁଅ ନାହିଁ; କାରଣ ପରମେଶ୍ୱର ପ୍ରାଣ ବଞ୍ଚାଇବା ନିମନ୍ତେ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଲେ।
1407  GEN 46:20  ଯୋଷେଫଙ୍କର ପୁତ୍ର ମନଃଶି ଓ ଇଫ୍ରୟିମ ମିସର ଦେଶରେ ଜନ୍ମିଥିଲେ; ଓନ୍‍ ନଗରସ୍ଥ ପୋଟୀଫେର ଯାଜକର ଆସନତ୍‍ ନାମ୍ନୀ କନ୍ୟା ସେମାନଙ୍କୁ ପ୍ରସବ କରିଥିଲା।
1453  GEN 48:1  ସେହି ସବୁ ଘଟଣା ଉତ୍ତାରେ କେହି ଯୋଷେଫଙ୍କୁ ସମ୍ବାଦ ଦେଇ କହିଲା; “ଦେଖ, ତୁମ୍ଭ ପିତା ପୀଡ଼ିତ ଅଛନ୍ତି,” ତହିଁରେ ସେ ଆପଣାର ଦୁଇ ପୁତ୍ର ମନଃଶି ଓ ଇଫ୍ରୟିମଙ୍କୁ ସଙ୍ଗରେ ନେଇ ଗଲେ।
1457  GEN 48:5  ଏହେତୁ ମିସର ଦେଶରେ ତୁମ୍ଭ ନିକଟକୁ ମୋହର ଆସିବା ପୂର୍ବେ ତୁମ୍ଭର ଯେଉଁ ଦୁଇ ପୁତ୍ର ମିସର ଦେଶରେ ଜନ୍ମିଥିଲେ, ସେମାନେ ମୋହର ହେବେ; ରୁବେନ୍‍ ଓ ଶିମୀୟୋନ ତୁଲ୍ୟ ଇଫ୍ରୟିମ ଓ ମନଃଶି ମୋହର ହେବେ।
1465  GEN 48:13  ଏଥିଉତ୍ତାରେ ଯୋଷେଫ ସେ ଦୁହିଁଙ୍କୁ ନେଇ ଆପଣା ଦକ୍ଷିଣ ହସ୍ତରେ ଇଫ୍ରୟିମକୁ ଧରି ଇସ୍ରାଏଲଙ୍କ ବାମ ପାର୍ଶ୍ୱରେ ଓ ବାମ ହସ୍ତରେ ମନଃଶିକୁ ଧରି ଇସ୍ରାଏଲଙ୍କ ଡାହାଣ ପାର୍ଶ୍ୱରେ ଉପସ୍ଥିତ କରାଇଲେ।
1466  GEN 48:14  ତହିଁରେ ଇସ୍ରାଏଲ ଆପଣା ଡାହାଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରୟିମର ମସ୍ତକ ଉପରେ ରଖିଲେ, ପୁଣି, ମନଃଶିର ମସ୍ତକ ଉପରେ ବାମ ହସ୍ତ ରଖିଲେ, ସେ ବିବେଚନା ପୂର୍ବକ ଆପଣା ହସ୍ତ ଏରୂପ ଚଳାଇଲେ; କାରଣ ମନଃଶି ପ୍ରଥମଜାତ ଥିଲା।
1469  GEN 48:17  ସେତେବେଳେ ଇଫ୍ରୟିମର ମସ୍ତକରେ ପିତାଙ୍କର ଦକ୍ଷିଣ ହସ୍ତ ଦେଖି ଯୋଷେଫ ଅସନ୍ତୁଷ୍ଟ ହେଲେ; ଏହେତୁ ଇଫ୍ରୟିମର ମସ୍ତକରୁ ମନଃଶିର ମସ୍ତକରେ ତାହା ସ୍ଥାପନ କରିବାକୁ ପିତାଙ୍କର ହସ୍ତ ଉଠାଇ କହିଲେ,
1470  GEN 48:18  “ପିତଃ, ଏପରି ନୁହେଁ, ଏହି ଜଣ ଜ୍ୟେଷ୍ଠ, ଏହାର ମସ୍ତକରେ ଦକ୍ଷିଣ ହସ୍ତ ଦିଅ।”
1472  GEN 48:20  ସେହି ଦିନ ସେ ସେମାନଙ୍କୁ ଆଶୀର୍ବାଦ କରି କହିଲେ, “ଇସ୍ରାଏଲ ବଂଶ ଆଶୀର୍ବାଦ କରିବା ସମୟରେ ତୁମ୍ଭମାନଙ୍କ ନାମ ଧରି କହିବେ, ପରମେଶ୍ୱର ତୁମ୍ଭକୁ ଇଫ୍ରୟିମ ଓ ମନଃଶି ତୁଲ୍ୟ କରନ୍ତୁ।” ଏହି ପ୍ରକାରେ ସେ ମନଃଶିଠାରୁ ଇଫ୍ରୟିମକୁ ଅଗ୍ରଗଣ୍ୟ କଲେ।
1499  GEN 49:25  ଅର୍ଥାତ୍‍, ପୈତୃକ ପରମେଶ୍ୱର, ଯେ ତୁମ୍ଭର ଉପକାର କରିବେ ଓ ସର୍ବଶକ୍ତିମାନ, ଯେ ଉପରିସ୍ଥ ଆକାଶରୁ ମଙ୍ଗଳ, ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରୁ ମଙ୍ଗଳ, ସ୍ତନ ଓ ଗର୍ଭରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ, ତାହାଙ୍କ ଦ୍ୱାରା ତାହାର ହସ୍ତର ବାହୁ ବଳବାନ ହେଲା।
1501  GEN 49:27  ବିନ୍ୟାମୀନ୍ ବିଦାରକ କେନ୍ଦୁଆ ତୁଲ୍ୟ; ପ୍ରାତଃକାଳରେ ସେ ମୃଗ ଭକ୍ଷଣ ଓ ସନ୍ଧ୍ୟାକାଳରେ ଶିକାର ବଣ୍ଟନ କରିବ।”
1530  GEN 50:23  ଯୋଷେଫ ଇଫ୍ରୟିମର ତୃତୀୟ ପୁରୁଷ ପର୍ଯ୍ୟନ୍ତ ସନ୍ତାନସନ୍ତତି ଦେଖିଲେ; ପୁଣି, ଯୋଷେଫ ମନଃଶିର ମାଖୀର ନାମକ ପୁତ୍ରର ଶିଶୁସନ୍ତାନମାନଙ୍କୁ କୋଳ କଲେ।
1633  EXO 4:31  ତହିଁରେ ଲୋକମାନେ ବିଶ୍ୱାସ କଲେ, ପୁଣି, ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣର ତତ୍ତ୍ୱାବଧାନ କରି ସେମାନଙ୍କ ଦୁଃଖ ଦେଖିଅଛନ୍ତି, ଏହା ଶୁଣି ସେମାନେ ତାହାଙ୍କୁ ମସ୍ତକ ନତ କରି ଉପାସନା କଲେ।
1658  EXO 6:2  ପରମେଶ୍ୱର ମୋଶାଙ୍କ ସହିତ ଆଳାପ କରି ଆହୁରି କହିଲେ, “ଆମ୍ଭେ ଯିହୋବାଃ (ସଦାପ୍ରଭୁ);
1659  EXO 6:3  ଆମ୍ଭେ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କୁ ସର୍ବଶକ୍ତିମାନ ପରମେଶ୍ୱର ବୋଲି ଦର୍ଶନ ଦେଇଥିଲୁ, ମାତ୍ର ଆମ୍ଭେ ଆପଣା ଯିହୋବାଃ ନାମରେ ସେମାନଙ୍କୁ ପରିଚୟ ଦେଇ ନ ଥିଲୁ।
1665  EXO 6:9  ଏଥିଉତ୍ତାରେ ମୋଶା ଇସ୍ରାଏଲ ସନ୍ତାନଗଣକୁ ତଦନୁସାରେ କହିଲେ, ମାତ୍ର ସେମାନେ ମନୋଦୁଃଖ ଓ କଠିନ ଦାସତ୍ୱ ସକାଶୁ ମୋଶାଙ୍କର ବାକ୍ୟରେ ମନୋଯୋଗ କଲେ ନାହିଁ।
1767  EXO 9:24  ତହିଁରେ ଶିଳା ବୃଷ୍ଟି ହେଲା ଓ ଶିଳା ସଙ୍ଗେ ସଙ୍ଗେ ବିଜୁଳି ଚମକିଲା; ଏପ୍ରକାର ଅତି ଦୁଃସହ ଶିଳାବୃଷ୍ଟି ମିସର ଦେଶରେ ରାଜ୍ୟସ୍ଥାପନାବଧି କେବେ ହୋଇ ନ ଥିଲା।
1832  EXO 12:15  ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ; ବିଶେଷତଃ ପ୍ରଥମ ଦିନ ଆପଣା ଆପଣା ଗୃହରୁ ତାଡ଼ି ଦୂର କରିବ, କାରଣ ଯେଉଁ ଜନ ପ୍ରଥମ ଦିନଠାରୁ ସପ୍ତମ ଦିନ ପର୍ଯ୍ୟନ୍ତ ତାଡ଼ି ମିଶ୍ରିତ ରୁଟି ଖାଇବ, ସେ ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ।
1895  EXO 14:5  ଏଥିଉତ୍ତାରେ ଲୋକମାନେ ପଳାଇ ଅଛନ୍ତି, ଏହି ସମ୍ବାଦ ମିସ୍ରୀୟ ରାଜାଙ୍କୁ ଜଣାଯାଆନ୍ତେ, ଲୋକମାନଙ୍କ ବିଷୟରେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଅନ୍ତଃକରଣ ପରିବର୍ତ୍ତିତ ହେଲା; ତହୁଁ ସେମାନେ କହିଲେ, “ଆମ୍ଭେମାନେ ଏ କି କର୍ମ କରିଅଛୁ ? କାହିଁକି ଇସ୍ରାଏଲକୁ ଆପଣାମାନଙ୍କ ଦାସତ୍ୱରୁ ଛାଡ଼ି ଦେଇଅଛୁ ?”
1929  EXO 15:8  ତୁମ୍ଭ ନାସିକାର ନିଃଶ୍ୱାସ ଦ୍ୱାରା ଜଳ ରାଶୀକୃତ ହେଲା; ସ୍ରୋତସକଳ ସେତୁ ପରି ଛିଡ଼ା ହୋଇ ରହିଲା; ସମୁଦ୍ର ମଧ୍ୟସ୍ଥଳରେ ଗଭୀର ଜଳ ଜମାଟ ହୋଇଗଲା।
1931  EXO 15:10  ମାତ୍ର ତୁମ୍ଭେ ଆପଣା ନିଃଶ୍ୱାସ ଦ୍ୱାରା ଫୁଙ୍କି ଦେଲ, ସମୁଦ୍ର ସେମାନଙ୍କୁ ଆଚ୍ଛାଦନ କଲା, ସେମାନେ ସୀସା ପରି ଗଭୀର ଜଳରେ ବୁଡ଼ିଗଲେ।
1955  EXO 16:7  ପୁଣି, ପ୍ରାତଃ କାଳରେ ସଦାପ୍ରଭୁଙ୍କର ମହିମା ଦେଖିବ; ଯେହେତୁ ସଦାପ୍ରଭୁଙ୍କ ବିରୁଦ୍ଧରେ ତୁମ୍ଭମାନଙ୍କ ବଚସା ସେ ଶୁଣନ୍ତି; ଆମ୍ଭେମାନେ କିଏ ଯେ, ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ବଚସା କର ?”
1956  EXO 16:8  ଆହୁରି ମୋଶା କହିଲେ, “ସଦାପ୍ରଭୁ ସନ୍ଧ୍ୟା କାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃ କାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; କାରଣ ସଦାପ୍ରଭୁଙ୍କ ବିରୁଦ୍ଧରେ କରିଥିବା ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି। ଆମ୍ଭେମାନେ କିଏ ? ତୁମ୍ଭମାନଙ୍କର ବଚସା ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ହୁଏ।”
1961  EXO 16:13  ଏଥିଉତ୍ତାରେ ସନ୍ଧ୍ୟା ସମୟରେ ଭାଟୋଇ ପକ୍ଷୀଗଣ ଆସି ଛାଉଣି-ସ୍ଥାନ ଆଚ୍ଛାଦନ କଲେ, ପୁଣି, ପ୍ରାତଃ କାଳରେ ଛାଉଣି ସ୍ଥାନର ଚାରିଆଡ଼େ କାକର ପଡ଼ିଲା।
1967  EXO 16:19  ଏଥିଉତ୍ତାରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ କେହି ପ୍ରାତଃ କାଳ ପର୍ଯ୍ୟନ୍ତ କିଛି ରଖ ନାହିଁ।”
1969  EXO 16:21  ଏହିରୂପେ ପ୍ରତିଦିନ ପ୍ରାତଃ କାଳରେ ସେମାନେ ଆପଣା ଆପଣା ଭୋଜନ ଶକ୍ତି ଅନୁସାରେ ତାହା ସଂଗ୍ରହ କଲେ; ମାତ୍ର ପ୍ରଚଣ୍ଡ ଖରା ହୁଅନ୍ତେ, ତାହା ତରଳି ଗଲା।
1991  EXO 17:7  ପୁଣି, ସେହି ସ୍ଥାନରେ ଇସ୍ରାଏଲ ସନ୍ତାନଗଣର ବିବାଦ ସକାଶୁ ଓ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି କି ନାହିଁ, ଏହା କହି ସଦାପ୍ରଭୁଙ୍କୁ ପରୀକ୍ଷା କରିବା ସକାଶୁ ସେ ସେହି ସ୍ଥାନର ନାମ ମଃସା ଓ ମିରୀବାଃ ରଖିଲେ।”
1999  EXO 17:15  ତହିଁରେ ମୋଶା ଗୋଟିଏ ବେଦି ନିର୍ମାଣ କରି ତହିଁର ନାମ ଯିହୋବାଃ-ନିଃଷି ରଖିଲେ।
2046  EXO 19:19  ପୁଣି, ତୂରୀଶବ୍ଦ କ୍ରମଶଃ ଅତିଶୟ ଉଚ୍ଚ ହୁଅନ୍ତେ, ମୋଶା କଥା କହିଲେ, “ତହିଁରେ ପରମେଶ୍ୱର ଏକ ରବ ଦ୍ୱାରା ତାଙ୍କୁ ଉତ୍ତର ଦେଲେ।”
2092  EXO 21:14  ମାତ୍ର ଯଦି କେହି ଛଳନା ପୂର୍ବକ ଆପଣା ପ୍ରତିବାସୀକୁ ବଧ କରିବାକୁ ଦୁଃସାହସ କରେ, ତେବେ ତୁମ୍ଭେ ତାହାର ପ୍ରାଣଦଣ୍ଡ କରିବା ନିମନ୍ତେ ଆମ୍ଭ ବେଦି ନିକଟରୁ ତାହାକୁ ନେଇଯିବ।
2499  EXO 34:2  ଆଉ ତୁମ୍ଭେ ପ୍ରାତଃକାଳରେ ପ୍ରସ୍ତୁତ ହୁଅ ଓ ପ୍ରାତଃକାଳରେ ସୀନୟ ପର୍ବତ ଆରୋହଣ କରି ସେଠାରେ ପର୍ବତ ଶୃଙ୍ଗରେ ଆମ୍ଭ ନିକଟରେ ଉପସ୍ଥିତ ହୁଅ।
2522  EXO 34:25  ତୁମ୍ଭେ ଆମ୍ଭ ବଳିର ରକ୍ତ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଉତ୍ସର୍ଗ କରିବ ନାହିଁ ଓ ନିସ୍ତାରପର୍ବୀୟ ଉତ୍ସବର ବଳିଦ୍ରବ୍ୟ ପ୍ରାତଃକାଳ ପର୍ଯ୍ୟନ୍ତ ରଖିବ ନାହିଁ।
2798  LEV 4:2  “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ଭୁଲବଶତଃ ପାପ କରେ;
2799  LEV 4:3  ବିଶେଷତଃ ଅଭିଷିକ୍ତ ଯାଜକ ଯଦି ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ।
2809  LEV 4:13  ଆଉ, ଇସ୍ରାଏଲର ସମଗ୍ର ମଣ୍ଡଳୀ ଯଦି ଭୁଲବଶତଃ ପାପ କରନ୍ତି ଓ ତାହା ସମାଜର ଦୃଷ୍ଟିରେ ଅଗୋଚର ହୁଏ, ଆଉ ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ତହିଁ ମଧ୍ୟରୁ ସେମାନେ ଯଦି କୌଣସି କର୍ମ କରି ଦୋଷୀ ହୁଅନ୍ତି;
2818  LEV 4:22  ଆଉ, ଯଦି କୌଣସି ଅଧ୍ୟକ୍ଷ ପାପ କରେ ଓ ଯାହା ନ କରିବାକୁ ତାହାର ସଦାପ୍ରଭୁ ପରମେଶ୍ୱର ଆଜ୍ଞା ଦେଇଅଛନ୍ତି, ସେସମସ୍ତ ମଧ୍ୟରୁ କୌଣସି ଏକ କର୍ମ ଭୁଲବଶତଃ କରି ଦୋଷୀ ହୁଏ;
2823  LEV 4:27  ଆଉ, ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା କରିଅଛନ୍ତି, ତହିଁରୁ କୌଣସି କର୍ମ କରିବାରେ ଯଦି ସାଧାରଣ ଲୋକଙ୍କ ମଧ୍ୟରୁ କୌଣସି ପ୍ରାଣୀ ଭୁଲବଶତଃ ପାପ କରି ଦୋଷୀ ହୁଏ
2846  LEV 5:15  “କେହି ଯଦି ସତ୍ୟ-ଲଙ୍ଘନ କରି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଭୁଲବଶତଃ ପାପ କରେ, ତେବେ ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭର ନିରୂପିତ ପରିମାଣର ରୂପା ଦେଇ ପଲରୁ ଏକ ନିଖୁନ୍ତ ମେଷ ଆଣି ଦୋଷାର୍ଥକ ବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
2849  LEV 5:18  ସେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ରୂପେ ଯାଜକ ନିକଟକୁ ଆଣିବ; ପୁଣି ଯେଉଁ ବିଷୟରେ ସେ ଭୁଲବଶତଃ ପାପ କଲା ଓ ତାହା ଜାଣିଲା ନାହିଁ, ଯାଜକ ତହିଁ ସକାଶୁ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।
2895  LEV 7:15  ପୁଣି, ମଙ୍ଗଳାର୍ଥକ ପ୍ରଶଂସା ବଳିର ମାଂସ ତାହାର ଉତ୍ସର୍ଗ ଦିନରେ ଭୋଜନ କରାଯିବ; ସେ ପ୍ରାତଃକାଳ ପର୍ଯ୍ୟନ୍ତ ତହିଁରୁ କିଛି ରଖିବ ନାହିଁ।
2896  LEV 7:16  ମାତ୍ର ଯଦି ସେହି ଉପହାର ବଳି ତାହାର ମାନତ ବା ସ୍ୱେଚ୍ଛାଦତ୍ତ ନୈବେଦ୍ୟ ହୁଏ, ତେବେ ତାହାର ସେହି ବଳି ଉତ୍ସର୍ଗ କରିବା ଦିନରେ ତାହା ଭୋଜନ କରାଯିବ; ପୁଣି ତହିଁରୁ ଯାହା ଅବଶିଷ୍ଟ ରହିବ, ତାହା ଆରଦିନ ପ୍ରାତଃକାଳରେ ଭୋଜନ କରାଯିବ।
3339  LEV 20:20  ଆଉ, ଯଦି କେହି ଆପଣା ପିତୃବ୍ୟପତ୍ନୀ ସହିତ ଶୟନ କରେ, ତେବେ ସେ ଆପଣା ପିତୃବ୍ୟର ଆବରଣୀୟ ଅନାବୃତ କରିଅଛି; ସେମାନେ ଆପଣା ଆପଣା ଅପରାଧ ବୋହିବେ; ସେମାନେ ନିଃସନ୍ତାନ ହୋଇ ମରିବେ।
3340  LEV 20:21  ପୁଣି, ଯଦି କେହି ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରେ, ତେବେ ତାହା ଅଶୁଚି କର୍ମ; ସେ ଆପଣା ଭ୍ରାତାର ଆବରଣୀୟ ଅନାବୃତ କରିଅଛି; ସେମାନେ ନିଃସନ୍ତାନ ହେବେ।
3383  LEV 22:13  ମାତ୍ର ଯାଜକର କନ୍ୟା ଯଦି ବିଧବା କି ତ୍ୟକ୍ତା ହୋଇ ନିଃସନ୍ତାନ ହୋଇଥାଏ ଓ ପୁନର୍ବାର ଆସି ବାଲ୍ୟାବସ୍ଥା ତୁଲ୍ୟ ପିତୃଗୃହରେ ବାସ କରେ, ତେବେ ସେ ଆପଣା ପିତାର ଅନ୍ନ ଭୋଜନ କରିବ; ମାତ୍ର ଭିନ୍ନ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ।
3425  LEV 23:22  ଆଉ, ତୁମ୍ଭମାନଙ୍କ ଭୂମିର ଶସ୍ୟ ତୁମ୍ଭେମାନେ କାଟିବା ବେଳେ, ତୁମ୍ଭେ ଆପଣା କ୍ଷେତ୍ରର କୋଣ ନିଃଶେଷ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସଂଗ୍ରହ କରିବ ନାହିଁ; ତୁମ୍ଭେ ତାହା ଦୁଃଖୀ ଓ ବିଦେଶୀ ପାଇଁ ଛାଡ଼ିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
3615  NUM 1:10  ଯୋଷେଫର ପୁତ୍ରଗଣ ମଧ୍ୟରୁ ଇଫ୍ରୟିମ ବଂଶର; ଅମ୍ମୀହୂଦର ପୁତ୍ର ଇଲୀଶାମା; ମନଃଶି ବଂଶର; ପଦାହସୂରର ପୁତ୍ର ଗମଲୀୟେଲ।
3639  NUM 1:34  ମନଃଶି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
3640  NUM 1:35  ମନଃଶି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବତ୍ରିଶ ହଜାର ଦୁଇ ଶହ ହେଲା।
3679  NUM 2:20  ତାହା ପାଖରେ ମନଃଶି ବଂଶ ରହିବେ, ପୁଣି, ପଦାହସୂରର ପୁତ୍ର ଗମଲୀୟେଲ ମନଃଶି-ସନ୍ତାନମାନଙ୍କର ଅଧିପତି ହେବ;
3842  NUM 6:18  ତେବେ ନାସରୀୟ ଲୋକ ସମାଗମ-ତମ୍ବୁ ଦ୍ୱାରରେ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କରିବ ଓ ଆପଣା ପ୍ରତିଷ୍ଠିତ ମସ୍ତକର କେଶ ନେଇ ମଙ୍ଗଳାର୍ଥକ ବଳିର ଅଧଃସ୍ଥିତ ଅଗ୍ନିରେ ପକାଇବ।
3905  NUM 7:54  ଅଷ୍ଟମ ଦିନ ମନଃଶି-ସନ୍ତାନଗଣର ଅଧିପତି ପଦାହସୂରର ପୁତ୍ର ଗମଲୀୟେଲ ଆଣିଲା;
4012  NUM 10:23  ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
4087  NUM 13:11  ଯୋଷେଫ ବଂଶ ମଧ୍ୟରୁ, ଅର୍ଥାତ୍‍, ମନଃଶି ବଂଶ ମଧ୍ୟରୁ ସୂଷିର ପୁତ୍ର ଗଦ୍ଦି;
4149  NUM 14:40  ପୁଣି, ସେମାନେ ଅତି ପ୍ରାତଃକାଳରେ ଉଠି ପର୍ବତଶୃଙ୍ଗ ଉପରକୁ ଯିବାକୁ ବାହାରି କହିଲେ, “ଦେଖ, ଆମ୍ଭେମାନେ ପାପ କରିଅଛୁ, ତଥାପି ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଅଛନ୍ତି, ସେହି ସ୍ଥାନକୁ ଯିବା ନିମନ୍ତେ; ଆମ୍ଭେମାନେ ଏଠାରେ ଅଛୁ।”
4153  NUM 14:44  ତଥାପି ସେମାନେ ପର୍ବତଶୃଙ୍ଗ ଉପରକୁ ଯିବାକୁ ଦୁଃସାହସ କଲେ; ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ମୋଶା ଛାଉଣିରୁ ପ୍ରସ୍ଥାନ କଲେ ନାହିଁ।
4226  NUM 16:31  ଏଥିଉତ୍ତାରେ ଏପରି ହେଲା ଯେ, ସେ ଏହି କଥା କହିବାର ସମାପ୍ତ କରନ୍ତେ, ସେମାନଙ୍କ ଅଧଃସ୍ଥ ଭୂମି ଫାଟିଗଲା;
4325  NUM 20:13  ଏହିସବୁ ମିରୀବାଃ-ଜଳ, (ବିବାଦର ଜଳ); ଯେହେତୁ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ସହିତ ବିବାଦ କଲେ ଓ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେଲେ।
4336  NUM 20:24  “ଏହା ହାରୋଣର ମୃତ୍ୟୁର ସମୟ ଅଟେ; କାରଣ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ସେ ପ୍ରବେଶ କରିବ ନାହିଁ, ଯେହେତୁ ମିରୀବାଃ-ଜଳ ନିକଟରେ ତୁମ୍ଭେମାନେ ଆମ୍ଭ ଆଜ୍ଞାର ବିରୁଦ୍ଧ କର୍ମ କରିଥିଲ।