Wildebeest analysis examples for:   ory-ory   ୈ    February 25, 2023 at 00:57    Script wb_pprint_html.py   by Ulf Hermjakob

84  GEN 4:4  ଆଉ ହେବଲ ମଧ୍ୟ ନିଜ ପଲର ପ୍ରଥମଜାତ କେତେକ ପଶୁ ଓ ସେମାନଙ୍କ ମେଦ ଉତ୍ସର୍ଗ କଲେ। ସଦାପ୍ରଭୁ ହେବଲଙ୍କୁ ଓ ତାଙ୍କର ନୈବେଦ୍ୟକୁ ଗ୍ରାହ୍ୟ କଲେ।
85  GEN 4:5  ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ।
300  GEN 12:1  ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ।
347  GEN 14:10  ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜାଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି, ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇ ଗଲେ।
509  GEN 20:13  ଯେତେବେଳେ ପରମେଶ୍ୱର ମୋତେ ପୈତୃକ ଗୃହରୁ ଭ୍ରମଣ କରାଇଲେ, ସେତେବେଳେ ମୁଁ ତାହାକୁ କହିଲି, ତୁମ୍ଭେ ମୋ’ ପ୍ରତି ଏହି ଅନୁଗ୍ରହ କରିବ, ଆମ୍ଭେମାନେ ଯେଉଁ ଯେଉଁ ସ୍ଥାନକୁ ଯିବୁ, ସେହି ସେହି ସ୍ଥାନରେ ତୁମ୍ଭେ ମୋତେ ଭାଇ ବୋଲି ପରିଚୟ ଦେବ।”
599  GEN 24:7  ଯେହେତୁ ଯେଉଁ ସ୍ୱର୍ଗର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱର ମୋତେ ପୈତୃକ ଗୃହ ଓ ଜନ୍ମ ଦେଶ ମଧ୍ୟରୁ ଆଣିଅଛନ୍ତି ଓ ମୋ’ ସଙ୍ଗେ ଆଳାପ କରିଅଛନ୍ତି, ପୁଣି, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଶପଥ କରିଅଛନ୍ତି, ସେ ତୁମ୍ଭ ଅଗ୍ରତେ ଆପଣା ଦୂତ ପଠାଇବେ; ତହିଁରେ ତୁମ୍ଭେ ମୋ’ ପୁତ୍ରର ବିବାହ ନିମନ୍ତେ ସେହିଠାରୁ ଗୋଟିଏ କନ୍ୟା ଆଣିବ।
630  GEN 24:38  ମାତ୍ର ଆମ୍ଭ ପୈତୃକ ବଂଶୀୟ ଲୋକମାନଙ୍କ ନିକଟକୁ ଯାଇ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ।”
632  GEN 24:40  ତହିଁରେ ସେ କହିଲେ, “ଆମ୍ଭେ ଯେଉଁ ସଦାପ୍ରଭୁଙ୍କ ଛାମୁରେ ଗମନାଗମନ କରୁ, ସେ ତୁମ୍ଭ ସଙ୍ଗରେ ଆପଣା ଦୂତ ପଠାଇ ତୁମ୍ଭ ଯାତ୍ରା ସଫଳ କରିବେ; ତହିଁରେ ତୁମ୍ଭେ ଆମ୍ଭ ପୈତୃକ ବଂଶରୁ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ;
792  GEN 28:18  ଏଥିଉତ୍ତାରେ ଯାକୁବ ପ୍ରଭାତରେ ଉଠି ଯେଉଁ ପ୍ରସ୍ତର ମସ୍ତକ ତଳେ ଦେଇଥିଲା, ତାହା ନେଇ ସ୍ତମ୍ଭ ରୂପେ ସ୍ଥାପନ କରି ତହିଁ ଉପରେ ତୈଳ ଢାଳିଲା।
877  GEN 31:3  ଏଥିଉତ୍ତାରେ ସଦାପ୍ରଭୁ ଯାକୁବକୁ କହିଲେ, “ତୁମ୍ଭେ ଆପଣା ପୈତୃକ ଦେଶରେ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା।”
879  GEN 31:5  “ମୁଁ ଦେଖୁଅଛି, ତୁମ୍ଭମାନଙ୍କ ପିତାଙ୍କର ମୁଖ ମୋ’ ପ୍ରତି ପୂର୍ବ ପରି ନୁହେଁ; ମାତ୍ର ମୋହର ପୈତୃକ ପରମେଶ୍ୱର ମୋହର ସହାୟ ଅଟନ୍ତି।
903  GEN 31:29  ତୁମ୍ଭକୁ ହିଂସା କରିବାକୁ ମୋହର ହସ୍ତ ସମର୍ଥ ପ୍ରମାଣ, ମାତ୍ର ଗତରାତ୍ରି ତୁମ୍ଭର ପୈତୃକ ପରମେଶ୍ୱର ମୋତେ କହିଲେ, ସାବଧାନ, ଯାକୁବକୁ ଭଲ ମନ୍ଦ କିଛି କୁହ ନାହିଁ।
916  GEN 31:42  ମୋର ପୈତୃକ ପରମେଶ୍ୱର, ଅବ୍ରହାମର ପରମେଶ୍ୱର ଓ ଇସ୍‍ହାକର ଭୟସ୍ଥାନ ଯଦି ମୋହର ସହାୟ ହୋଇ ନ ଥା’ନ୍ତେ, ତେବେ ଅବଶ୍ୟ ଏବେ ତୁମ୍ଭେ ମୋତେ ତୁଚ୍ଛା ହାତରେ ବିଦାୟ କରିଥାଆନ୍ତ। ପରମେଶ୍ୱର ମୋହର ଦୁଃଖ ଓ ହସ୍ତର ପରିଶ୍ରମ ଦେଖିଅଛନ୍ତି; ଏଣୁ ଗତ ରାତ୍ରିରେ ତୁମ୍ଭକୁ ଧମକାଇଲେ।”
927  GEN 31:53  ଏହି ବିଷୟରେ ଅବ୍ରହାମଙ୍କର ପରମେଶ୍ୱର, ନାହୋରର ପରମେଶ୍ୱର ଓ ସେମାନଙ୍କ ପୈତୃକ ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ବିଚାର କରିବେ,” ସେତେବେଳେ ଯାକୁବ ଆପଣା ପିତା ଇସ୍‍ହାକର ଭୟସ୍ଥାନର ଶପଥ କଲା।
1026  GEN 35:14  ତହିଁରେ ଯାକୁବ ସେହି କଥୋପକଥନର ସ୍ଥାନରେ ଏକ ସ୍ତମ୍ଭ, ଅର୍ଥାତ୍‍, ପ୍ରସ୍ତର ସ୍ତମ୍ଭ ସ୍ଥାପନ କରି ତହିଁ ଉପରେ ପାନୀୟ ନୈବେଦ୍ୟ ଉତ୍ସର୍ଗ କଲେ ଓ ତୈଳ ଢାଳିଲେ।
1052  GEN 36:11  ପୁଣି, ଇଲୀଫସ୍‍ର ପୁତ୍ର ତୈମନ୍‍ ଓ ଓମାର୍ ଓ ସଫୋ ଓ ଗୟିତମ୍‍ ଓ କନସ୍‍।
1056  GEN 36:15  ଏଷୌର ସନ୍ତାନମାନଙ୍କ ରାଜାବଳୀ। ଏଷୌର ଜ୍ୟେଷ୍ଠ ପୁତ୍ର ଯେ ଇଲୀଫସ୍‍, ତାହାର ପୁତ୍ର ରାଜା ତୈମନ୍‍ ଓ ରାଜା ଓମାର୍ ଓ ରାଜା ସଫୋ ଓ ରାଜା କନସ୍‍
1075  GEN 36:34  ପୁଣି, ଯୋବବ୍‍ର ମରଣ ଉତ୍ତାରେ ତୈମନ୍‍ଦେଶୀୟ ହୂଶମ୍‍ ତାହା ପଦରେ ରାଜତ୍ୱ କଲା।
1083  GEN 36:42  ଓ ରାଜା କନସ୍‍ ଓ ରାଜା ତୈମନ୍‍ ଓ ରାଜା ମିବ୍‍ସର୍‍
1176  GEN 40:3  ଆଉ ରକ୍ଷକ ସୈନ୍ୟାଧିପତିର ଯେଉଁ ବନ୍ଦୀ ଗୃହରେ ଯୋଷେଫ ବନ୍ଦୀ ଥିଲେ, ସେଠାରେ ସେମାନଙ୍କୁ ବନ୍ଦୀ କରି ରଖିଲେ।
1177  GEN 40:4  ତହିଁରେ ରକ୍ଷକ ସୈନ୍ୟାଧିପତି ଯୋଷେଫଙ୍କର ହସ୍ତରେ ସେମାନଙ୍କୁ ସମର୍ପଣ କରନ୍ତେ, ଯୋଷେଫ ସେମାନଙ୍କର ତତ୍ତ୍ୱାବଧାରଣ କରିବାକୁ ଲାଗିଲେ। ଏହି ପ୍ରକାରେ ସେମାନେ କିଛିଦିନ କାରାଗାରରେ ରହିଲେ।
1206  GEN 41:10  ଫାରୋ ଆପଣା ଦାସ ମୋ’ ପ୍ରତି ଓ ପ୍ରଧାନ ସୂପକାର ପ୍ରତି କ୍ରୋଧାନ୍ୱିତ ହୋଇ ଆମ୍ଭମାନଙ୍କୁ ରକ୍ଷକ ସୈନ୍ୟାଧିପତିର କାରାଗାରରେ ବନ୍ଦ କରି ରଖି ଥିଲେ।
1208  GEN 41:12  ସେଠାରେ ଆମ୍ଭମାନଙ୍କ ସଙ୍ଗରେ ରକ୍ଷକ ସୈନ୍ୟାଧିପତିର ଦାସ ଜଣେ ଏବ୍ରୀୟ ଯୁବା ଥିଲା; ଆମ୍ଭେମାନେ ତାକୁ ସ୍ୱପ୍ନର କଥା କହନ୍ତେ, ସେ ଆମ୍ଭମାନଙ୍କୁ ତହିଁର ଅର୍ଥ କହିଲା, “ପ୍ରତ୍ୟେକ ଜଣର ସ୍ୱପ୍ନାନୁସାରେ ଅର୍ଥ କହିଲା।
1314  GEN 43:23  ତହିଁରେ ସେ ଗୃହାଧ୍ୟକ୍ଷ କହିଲା, “ତୁମ୍ଭମାନଙ୍କର ମଙ୍ଗଳ ହେଉ, ଭୟ କର ନାହିଁ; ତୁମ୍ଭମାନଙ୍କ ପରମେଶ୍ୱର ଓ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କ ପଟରେ ତୁମ୍ଭମାନଙ୍କୁ ଗୁପ୍ତଧନ ଦେଇ ଅଛନ୍ତି; ତୁମ୍ଭମାନଙ୍କ ଟଙ୍କା ମୋ’ ପାଖରେ ଥିଲା।” ତହୁଁ ସେ ଶିମୀୟୋନକୁ ବାହାର କରି ସେମାନଙ୍କ ନିକଟକୁ ଆଣିଲା।
1360  GEN 45:1  ଏଥିରେ ଯୋଷେଫ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କ ସାକ୍ଷାତରେ ଆପଣାକୁ ସମ୍ଭାଳି ନ ପାରି ଉଚ୍ଚୈଃସ୍ୱରରେ କହିଲେ, “ଆମ୍ଭ ସମ୍ମୁଖରୁ ସବୁ ଲୋକଙ୍କୁ ବାହାର କର।” ତହୁଁ କେହି ତାଙ୍କ ନିକଟରେ ନ ରହନ୍ତେ, ଯୋଷେଫ ଭାଇମାନଙ୍କ ସାକ୍ଷାତରେ ଆପଣାର ପରିଚୟ ଦେବାକୁ ଲାଗିଲେ।
1361  GEN 45:2  ସେ ଉଚ୍ଚୈଃସ୍ୱରରେ ଏପରି ରୋଦନ କଲେ ଯେ, ମିସ୍ରୀୟମାନେ ଓ ଫାରୋଙ୍କ ଗୃହସ୍ଥିତ ଲୋକମାନେ ତାହା ଶୁଣି ପାରିଲେ।
1473  GEN 48:21  ଆଉ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଦେଖ, ମୁଁ ମରୁଅଛି; ମାତ୍ର ପରମେଶ୍ୱର ତୁମ୍ଭମାନଙ୍କ ସଙ୍ଗରେ ଥିବେ ଓ ତୁମ୍ଭମାନଙ୍କୁ ପୁନର୍ବାର ପୈତୃକ ଦେଶକୁ ନେଇଯିବେ।”
1493  GEN 49:19  ସୈନ୍ୟଦଳ ଗାଦ୍‍କୁ ଆକ୍ରମଣ କରିବେ; ମାତ୍ର ସେ ପଶ୍ଚାତ୍‍ ସେମାନଙ୍କୁ ଆକ୍ରମଣ କରିବ।
1498  GEN 49:24  ମାତ୍ର ତାହାର ଧନ ଦୃଢ଼ ହୋଇ ରହିଲା, ପୁଣି, ଯେ ଯାକୁବର ବଳଦାତା (ତହିଁ ସକାଶୁ ଇସ୍ରାଏଲର ପାଳକ ଓ ଶୈଳ ବୋଲି ବିଖ୍ୟାତ),
1499  GEN 49:25  ଅର୍ଥାତ୍‍, ପୈତୃକ ପରମେଶ୍ୱର, ଯେ ତୁମ୍ଭର ଉପକାର କରିବେ ଓ ସର୍ବଶକ୍ତିମାନ, ଯେ ଉପରିସ୍ଥ ଆକାଶରୁ ମଙ୍ଗଳ, ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରୁ ମଙ୍ଗଳ, ସ୍ତନ ଓ ଗର୍ଭରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ, ତାହାଙ୍କ ଦ୍ୱାରା ତାହାର ହସ୍ତର ବାହୁ ବଳବାନ ହେଲା।
1509  GEN 50:2  ପୁଣି, ଯୋଷେଫ ଆପଣା ପିତାଙ୍କର ଶବ ପୂତିଘ୍ନ ଦ୍ରବ୍ୟାକ୍ତ କରିବା ପାଇଁ ଆପଣା ଦାସ ବୈଦ୍ୟମାନଙ୍କୁ ଆଜ୍ଞା ଦେଲେ; ତହିଁରେ ବୈଦ୍ୟମାନେ ଇସ୍ରାଏଲଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କଲେ।
1524  GEN 50:17  ତୁମ୍ଭ ଭାଇମାନେ ତୁମ୍ଭର ମନ୍ଦ କରିଅଛନ୍ତି; ମାତ୍ର ତୁମ୍ଭେ ଅନୁଗ୍ରହ କରି ସେମାନଙ୍କର ସେହି ଅଧର୍ମ ଓ ପାପ ମାର୍ଜନା କରିବ; ଏଥିପାଇଁ ଆମ୍ଭେମାନେ ବିନୟ କରୁଅଛୁ, ତୁମ୍ଭ ପୈତୃକ ପରମେଶ୍ୱରଙ୍କ ଦାସଗଣର ଅଧର୍ମ ମାର୍ଜନା କର।” ସେମାନେ ଏହି କଥା କହିବା ବେଳେ ଯୋଷେଫ କାନ୍ଦିବାକୁ ଲାଗିଲେ।
1586  EXO 3:6  ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର ଓ ଇସ୍‍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।
1646  EXO 5:13  ତଥାପି କାର୍ଯ୍ୟଶାସକମାନେ ଚଞ୍ଚଳ କରାଇ କହିଲେ, “ପାଳ ପାଇବା ବେଳେ ଯେପରି ତୁମ୍ଭେମାନେ କର୍ମ କରୁଥିଲ, ସେପରି ଏବେ ମଧ୍ୟ ନିରୂପିତ ଦୈନିକ କର୍ମ ପ୍ରତିଦିନ ସମ୍ପୂର୍ଣ୍ଣ କର।”
1652  EXO 5:19  ତହିଁରେ ତୁମ୍ଭମାନଙ୍କ ଦୈନିକ ନିରୂପିତ ଇଟାରୁ କିଛି ଊଣା ହେବ ନାହିଁ; ଏହି କଥାରେ ଇସ୍ରାଏଲବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଦେଖିଲେ ଯେ, ସେମାନଙ୍କ ଦଶା ଅମଙ୍ଗଳସୂଚକ।”
1682  EXO 6:26  ଏହି ଯେ ହାରୋଣ ଓ ମୋଶା, ଏମାନଙ୍କୁ ସଦାପ୍ରଭୁ କହିଲେ, “ତୁମ୍ଭେମାନେ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣ।”
1690  EXO 7:4  ତଥାପି ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ; ଏହେତୁ ଆମ୍ଭେ ମିସର ଦେଶ ଉପରେ ଆପଣା ହସ୍ତ ଥୋଇ ମହାଦଣ୍ଡ ଦ୍ୱାରା ମିସରଠାରୁ ଆପଣା ସୈନ୍ୟସାମନ୍ତ, ଆମ୍ଭର ଲୋକ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବା।
1834  EXO 12:17  ଏହି ପ୍ରକାରେ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କରିବ, କାରଣ ସେହି ଦିନରେ ହିଁ ଆମ୍ଭେ ତୁମ୍ଭମାନଙ୍କର ସୈନ୍ୟମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା; ଏଣୁ ତୁମ୍ଭେମାନେ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ଦିନ ପାଳନ କରିବ।
1858  EXO 12:41  ସେହି ଚାରିଶହ ତିରିଶ ବର୍ଷ ଶେଷରେ, ସେହି ଦିନରେ ସଦାପ୍ରଭୁଙ୍କ ସୈନ୍ୟସମୂହ ମିସରରୁ ବାହାର ହେଲେ।
1868  EXO 12:51  ଏହି ପ୍ରକାରେ ସଦାପ୍ରଭୁ ସେହି ଦିନ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିଲେ।
1894  EXO 14:4  ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସ୍ରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ।
1899  EXO 14:9  ତହୁଁ ମିସ୍ରୀୟମାନେ, ଅର୍ଥାତ୍‍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ସୈନ୍ୟଗଣ ସେମାନଙ୍କ ପଛେ ପଛେ ଦୌଡ଼ି ବାଲ-ସଫୋନ ଅଗ୍ରତେ ପୀହହୀରୋତ ନିକଟରେ ସମୁଦ୍ର ତୀରରେ ସେମାନେ ଛାଉଣି କରିବା ସମୟରେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।
1907  EXO 14:17  ପୁଣି, ଆମ୍ଭେ, ଦେଖ, ଆମ୍ଭେ ମିସ୍ରୀୟମାନଙ୍କ ହୃଦୟ କଠିନ କରନ୍ତେ, ସେମାନେ ସେମାନଙ୍କ ପଛେ ପଛେ ଯିବେ, ତହିଁରେ ଆମ୍ଭେ ଫାରୋ ଓ ତାହାର ସମସ୍ତ ସୈନ୍ୟ, ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କ ଦ୍ୱାରା ସମ୍ଭ୍ରମ ପ୍ରାପ୍ତ ହେବା।
1914  EXO 14:24  ମାତ୍ର ରାତ୍ରିର ଶେଷ ପ୍ରହରରେ ସଦାପ୍ରଭୁ ଅଗ୍ନି ଓ ମେଘସ୍ତମ୍ଭ ଦେଇ ମିସ୍ରୀୟମାନଙ୍କ ସୈନ୍ୟକୁ ଅନାଇଲେ ଓ ମିସ୍ରୀୟମାନଙ୍କ ସୈନ୍ୟକୁ ଅସ୍ତବ୍ୟସ୍ତ କଲେ।
1918  EXO 14:28  ପୁଣି, ଜଳ ପୁନର୍ବାର ଆସି ସେମାନଙ୍କ ରଥ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ଆଚ୍ଛାଦନ କଲା; ତହିଁରେ ଫାରୋଙ୍କର ଯେଉଁ ସବୁ ସୈନ୍ୟ ସେମାନଙ୍କ ପଛେ ପଛେ ସମୁଦ୍ର ମଧ୍ୟରେ ପ୍ରବେଶ କରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ମଧ୍ୟ ଅବଶିଷ୍ଟ ରହିଲା ନାହିଁ।
1923  EXO 15:2  ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ୱର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ୱର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା।
1925  EXO 15:4  ସେ ଫାରୋଙ୍କର ରଥ ଓ ସୈନ୍ୟଗଣକୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି; ପୁଣି, ତାଙ୍କର ବଚ୍ଛା ବୀରମାନେ ସୂଫ ସାଗରରେ ନିମଗ୍ନ ହୋଇଅଛନ୍ତି।
1990  EXO 17:6  ଦେଖ, ଆମ୍ଭେ ହୋରେବରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ; ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ।
2012  EXO 18:12  ଏଥିଉତ୍ତାରେ ମୋଶାଙ୍କ ଶ୍ୱଶୁର ଯିଥ୍ରୋ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ; ପୁଣି, ହାରୋଣ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ୱରଙ୍କ ସମ୍ମୁଖରେ ମୋଶାଙ୍କ ଶ୍ୱଶୁର ସଙ୍ଗରେ ଭୋଜନ କଲେ।
2057  EXO 20:5  ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;
2202  EXO 25:6  ଦୀପ ନିମନ୍ତେ ତୈଳ ପୁଣି, ଅଭିଷେକାର୍ଥ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ,
2244  EXO 26:8  ସେହି ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ; ଏହି ଏକାଦଶ ଯବନିକାର ଏକ ପରିମାଣ ହେବ।
2282  EXO 27:9  ଏଥିଉତ୍ତାରେ ତୁମ୍ଭେ ଆବାସର ପ୍ରାଙ୍ଗଣ କରିବ; ସେହି ପ୍ରାଙ୍ଗଣର ଦକ୍ଷିଣ ଦିଗରେ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ପରଦା କରିବ; ତହିଁର ଏକ ପାର୍ଶ୍ୱର ଦୈର୍ଘ୍ୟ ଏକଶତ ହସ୍ତ ହେବ।
2293  EXO 27:20  ଆଉ ନିତ୍ୟ ପ୍ରଦୀପ ଜାଳି ଆଲୁଅ କରିବା ନିମନ୍ତେ ନିର୍ମଳ ପେଷା ଜୀତ ତୈଳ ତୁମ୍ଭ ନିକଟକୁ ଆଣିବା ପାଇଁ ଇସ୍ରାଏଲ ସନ୍ତାନଗଣଙ୍କୁ ଆଜ୍ଞା ଦେବ।
2310  EXO 28:16  ତାହା ଚତୁଷ୍କୋଣ ଓ ଦୋହରା ହେବ; ତହିଁର ଦୈର୍ଘ୍ୟ ଏକ ଚାଖଣ୍ଡ ଓ ପ୍ରସ୍ଥ ଏକ ଚାଖଣ୍ଡ ହେବ।
2314  EXO 28:20  ପୁଣି, ଚତୁର୍ଥ ଧାଡିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ; ଏହି ସମସ୍ତ ସ୍ୱର୍ଣ୍ଣରେ ସ୍ୱ ସ୍ୱ ଧାଡିରେ ବସାଯିବ।
2339  EXO 29:2  ପୁଣି, ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ସରୁ ଚକୁଳି ଗହମ ମଇଦାରେ ପ୍ରସ୍ତୁତ କରିବ।
2344  EXO 29:7  ଏଉତ୍ତାରେ ଅଭିଷେକାର୍ଥକ ତୈଳ ଘେନି ତାହାର ମସ୍ତକ ଉପରେ ଢ଼ାଳି ତାହାକୁ ଅଭିଷେକ କରିବ।
2358  EXO 29:21  ଏଥିଉତ୍ତାରେ ବେଦିର ଉପରିସ୍ଥିତ ରକ୍ତରୁ ଓ ଅଭିଷେକାର୍ଥକ ତୈଳରୁ କିଛି ନେଇ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି, ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ଛିଞ୍ଚିବ; ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି, ତାହାର ପୁତ୍ରଗଣ ଓ ସେମାନଙ୍କ ବସ୍ତ୍ର ପବିତ୍ର ହେବ।
2360  EXO 29:23  ପୁଣି, ସଦାପ୍ରଭୁଙ୍କ ଛାମୁସ୍ଥିତ ତାଡ଼ିଶୂନ୍ୟ ରୁଟିର ଡାଲାରୁ ଏକ ରୁଟି, ତୈଳ ମିଶ୍ରିତ ଏକ ପିଠା ଓ ଏକ ସରୁ ଚକୁଳି ନେଇ
2361  EXO 29:24  ତାହାସବୁ ହାରୋଣର ହସ୍ତରେ ଓ ତାହାର ପୁତ୍ରଗଣ ହସ୍ତରେ ଦେଇ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ତାହା ଦୋଳାଇବ।
2363  EXO 29:26  ଏଥିଉତ୍ତାରେ ତୁମ୍ଭେ ହାରୋଣର ଉତ୍ସର୍ଗୀକୃତ ମେଷର ବକ୍ଷ ଘେନି ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ଦୋଳାଇବ; ସେହି ଖଣ୍ଡ ତୁମ୍ଭର ଅଂଶ ହେବ।
2364  EXO 29:27  ଆଉ ହାରୋଣର ଓ ତାହାର ପୁତ୍ରଗଣର ପଦନିଯୋଗାର୍ଥକ ମେଷର ଯେଉଁ ବୁକୁ ରୂପ ଦୋଳନୀୟ ନୈବେଦ୍ୟ ଦୋଳାୟିତ ଓ ଯେଉଁ ଚଟୁଆ ରୂପ ଉତ୍ତୋଳନୀୟ ଉପହାର ଉତ୍ତୋଳିତ ହେଲା, ତାହା ତୁମ୍ଭେ ପବିତ୍ର କରିବ।
2377  EXO 29:40  ପୁଣି, ପ୍ରଥମ ମେଷଶାବକ ସହିତ ହିନ୍‍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ ନୈବେଦ୍ୟ ନିମନ୍ତେ ହିନ୍‍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ।
2378  EXO 29:41  ଆଉ ସନ୍ଧ୍ୟା ସମୟରେ ଦ୍ୱିତୀୟ ମେଷଶାବକ ଉତ୍ସର୍ଗ କରିବ, ପୁଣି, ପ୍ରଭାତର ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ପ୍ରମାଣେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ସ୍ୱରୂପେ ତାହା ଉତ୍ସର୍ଗ କରିବ।
2392  EXO 30:9  ତୁମ୍ଭେମାନେ ତହିଁ ଉପରେ ଅନ୍ୟ କୌଣସି ଧୂପ ଅବା ହୋମବଳି କିଅବା ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ ନାହିଁ ଓ ତହିଁ ଉପରେ ପେୟ ନୈବେଦ୍ୟ ଢାଳିବ ନାହିଁ।
2401  EXO 30:18  “ତୁମ୍ଭେ ପ୍ରକ୍ଷାଳନ ନିମନ୍ତେ ପିତ୍ତଳର କୁଣ୍ଡ ଓ ତହିଁର ପିତ୍ତଳର ବୈଠିକି ପ୍ରସ୍ତୁତ କରିବ; ପୁଣି, ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ରଖି ତହିଁ ମଧ୍ୟରେ ଜଳ ପୂରାଇବ।
2407  EXO 30:24  ପାଞ୍ଚଶତ ଶେକଲ ଗୁଡ଼ତ୍ୱକ୍‍ ଓ ଏକ ହିନ୍‍ ଜୀତ ତୈଳ ସଂଗ୍ରହ କରିବ।
2408  EXO 30:25  ଏହିସବୁ ଦ୍ୱାରା ତୁମ୍ଭେ ଅଭିଷେକାର୍ଥକ ପବିତ୍ର ତୈଳ, ଅର୍ଥାତ୍‍, ଗନ୍ଧବଣିକର କ୍ରିୟାନୁସାରେ ତୈଳ ପ୍ରସ୍ତୁତ କରିବ, ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।
2411  EXO 30:28  ଆଉ ଧୂପବେଦି, ତହିଁର ସକଳ ପାତ୍ର, ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି ଅଭିଷେକ କରିବ।
2414  EXO 30:31  ଆଉ ଇସ୍ରାଏଲ ସନ୍ତାନଗଣକୁ କହିବ, ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ନିମନ୍ତେ ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।
2415  EXO 30:32  ମନୁଷ୍ୟର ଶରୀରରେ ତାହା ଢ଼ଳାଯିବ ନାହିଁ; ଅଥବା ତୁମ୍ଭେମାନେ ତହିଁର ମିଶ୍ରିତ ଦ୍ରବ୍ୟର ପରିମାଣାନୁସାରେ ଆଉ କୌଣସି ତୈଳ କରିବ ନାହିଁ; ତାହା ପବିତ୍ର ଅଟେ, ଆଉ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ।
2426  EXO 31:5  ତାହାକୁ ଜ୍ଞାନ, ବୃଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରିଅଛୁ।
2430  EXO 31:9  ହୋମବେଦି, ତହିଁର ସମସ୍ତ ପାତ୍ର, ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି,
2432  EXO 31:11  ପୁଣି, ଅଭିଷେକାର୍ଥକ ତୈଳ ଓ ପବିତ୍ର ସ୍ଥାନ ନିମନ୍ତେ ସୁଗନ୍ଧି ଧୂପ, ଏହି ଯେଉଁ ସମସ୍ତ ଆଜ୍ଞା ଆମ୍ଭେ ତୁମ୍ଭକୁ ଦେଇଅଛୁ, ତଦନୁସାରେ ସେମାନେ କରିବେ।”
2445  EXO 32:6  ଏଥିରେ ଲୋକମାନେ ପରଦିନ ପ୍ରଭାତରେ ଉଠି ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନୈବେଦ୍ୟ ଆଣିଲେ; ତହୁଁ ଲୋକମାନେ ଭୋଜନ ଓ ପାନ କରିବାକୁ ବସିଲେ; ଏଉତ୍ତାରେ ଲୀଳା କରିବାକୁ ଉଠିଲେ।
2495  EXO 33:21  ସଦାପ୍ରଭୁ କହିଲେ, “ଦେଖ, ଆମ୍ଭ ନିକଟରେ ଏକ ସ୍ଥାନ ଅଛି, ତୁମ୍ଭେ ସେହି ଶୈଳ ଉପରେ ଠିଆ ହେବ;
2496  EXO 33:22  ତହିଁରେ ତୁମ୍ଭ ନିକଟ ଦେଇ ଆମ୍ଭ ମହିମାର ଗମନ ସମୟରେ ଆମ୍ଭେ ତୁମ୍ଭକୁ ଶୈଳର ସେହି ଛିଦ୍ରରେ ରଖିବା ଓ ଆମ୍ଭ ଗମନର ଶେଷ ପର୍ଯ୍ୟନ୍ତ ଆପଣା ହସ୍ତରେ ତୁମ୍ଭକୁ ଆଚ୍ଛନ୍ନ କରିବା।
2540  EXO 35:8  ପୁଣି, ଦୀପାର୍ଥକ ତୈଳ, ଅଭିଷେକାର୍ଥକ ତୈଳ ଓ ସୁଗନ୍ଧି ଧୂପାର୍ଥକ ଗନ୍ଧଦ୍ରବ୍ୟ,
2546  EXO 35:14  ପୁଣି, ଦୀପ୍ତି ନିମନ୍ତେ ଦୀପବୃକ୍ଷ, ତହିଁର ପାତ୍ର, ପ୍ରଦୀପ ଓ ଦୀପାର୍ଥକ ତୈଳ,
2547  EXO 35:15  ପୁଣି, ଧୂପବେଦି, ତହିଁର ସାଙ୍ଗୀ, ଅଭିଷେକାର୍ଥକ ତୈଳ, ସୁଗନ୍ଧି ଧୂପ ଓ ଆବାସ ପ୍ରବେଶ ଦ୍ୱାରର ଆଚ୍ଛାଦନ ବସ୍ତ୍ର,
2548  EXO 35:16  ପୁଣି, ହୋମବେଦି, ତହିଁର ପିତ୍ତଳ ଝାଞ୍ଜିରୀ, ସାଙ୍ଗୀ, ପାତ୍ରସକଳ, ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି,
2560  EXO 35:28  ଆଉ ଦୀପ ଓ ଅଭିଷେକାର୍ଥକ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ ଓ ତୈଳ ଆଣିଲେ।
2563  EXO 35:31  ପୁଣି, ତାହାକୁ ଜ୍ଞାନ, ବୁଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରି
2582  EXO 36:15  ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ, ସେହି ଏକାଦଶ ଯବନିକାର ସମାନ ପରିମାଣ ଥିଲା।
2634  EXO 37:29  ଏଉତ୍ତାରେ ସେ ଅଭିଷେକାର୍ଥକ ପବିତ୍ର ତୈଳ ଓ ଧୂପ ନିମନ୍ତେ ଗନ୍ଧ-ବଣିକର କ୍ରିୟାନୁଯାୟୀ ସୁଗନ୍ଧି ଦ୍ରବ୍ୟ ପ୍ରସ୍ତୁତ କଲେ।
2642  EXO 38:8  ଆଉ, ଯେଉଁ ସ୍ତ୍ରୀଗଣ ସମାଗମ-ତମ୍ବୁର ଦ୍ୱାର ସମୀପରେ ସେବା କଲେ, ସେହି ସେବାକାରିଣୀ ସ୍ତ୍ରୀଗଣର ପିତ୍ତଳ ନିର୍ମିତ ଦର୍ପଣ ଦ୍ୱାରା ସେ ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି ନିର୍ମାଣ କଲେ।
2658  EXO 38:24  ପବିତ୍ର ସ୍ଥାନ ନିର୍ମାଣର ସମସ୍ତ କାର୍ଯ୍ୟରେ ଏହିସବୁ ସୁବର୍ଣ୍ଣ ଲାଗିଲା, ଅର୍ଥାତ୍‍, ନୈବେଦ୍ୟର; ସମସ୍ତ ସ୍ୱର୍ଣ୍ଣ ପବିତ୍ର ସ୍ଥାନର ଶେକଲାନୁସାରେ ଊନତ୍ରିଂଶ ତାଳନ୍ତ ସାତଶହ ତିରିଶ ଶେକଲ ଥିଲା।
2663  EXO 38:29  ପୁଣି, ନୈବେଦ୍ୟର ପିତ୍ତଳ ସତୁରି ତାଳନ୍ତ ଦୁଇ ସହସ୍ର ଚାରିଶହ ଶେକଲ ଥିଲା।
2678  EXO 39:13  ପୁଣି, ଚତୁର୍ଥ ଧାଡିରେ ବୈଦୁର୍ଯ୍ୟ, ଗୋମେଦକ ଓ ସୂର୍ଯ୍ୟକାନ୍ତ ମଣି ଥିଲା; ଏହିସବୁ ମଣି ସ୍ୱର୍ଣ୍ଣାଧାରରେ ବସାଗଲା।
2702  EXO 39:37  ନିର୍ମଳ ଦୀପବୃକ୍ଷ, ତହିଁର ପ୍ରଦୀପ, ଅର୍ଥାତ୍‍, ପ୍ରଦୀପାବଳୀ ଓ ତହିଁର ସକଳ ପାତ୍ର ଓ ଦୀପାର୍ଥକ ତୈଳ;
2703  EXO 39:38  ଆଉ ସ୍ୱର୍ଣ୍ଣମୟ ବେଦି, ଅଭିଷେକାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ ଓ ତମ୍ବୁଦ୍ୱାରର ଆଚ୍ଛାଦନ ବସ୍ତ୍ର;
2704  EXO 39:39  ପିତ୍ତଳର ବେଦି ଓ ତହିଁର ପିତ୍ତଳ-ଝାଞ୍ଜିରୀ, ତହିଁର ସାଙ୍ଗୀ ଓ ସକଳ ପାତ୍ର, ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି;
2717  EXO 40:9  ଏଉତ୍ତାରେ ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ତାହା ଓ ତହିଁର ସକଳ ପାତ୍ର ପବିତ୍ର କରିବ; ତହିଁରେ ତାହା ପବିତ୍ର ହେବ।
2719  EXO 40:11  ଆଉ ତୁମ୍ଭେ ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି ଅଭିଷେକ କରି ପବିତ୍ର କରିବ।