Wildebeest analysis examples for:   ory-ory   ଐ    February 11, 2023 at 19:20    Script wb_pprint_html.py   by Ulf Hermjakob

344  GEN 14:7  ପୁଣି, ସେମାନେ ସେହି ସ୍ଥାନରୁ ବାହୁଡ଼ି ଐଣ୍‍ମିସ୍‍ପଟ୍‍, ଅର୍ଥାତ୍‍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ୍‍-ସସୋନ୍‍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।
663  GEN 25:4  ମିଦୀୟନର ସନ୍ତାନ ଐଫା ଓ ଏଫର ଓ ହନୋକ ଓ ଅବୀଦ ଓ ଇଲଦାୟା; ଏସମସ୍ତେ କଟୂରାର ସନ୍ତାନ।
875  GEN 31:1  ପୁଣି, ଯାକୁବ ଆମ୍ଭମାନଙ୍କ ପିତାଙ୍କର ସର୍ବସ୍ୱ ହରଣ କରିଅଛି ଓ ଆମ୍ଭମାନଙ୍କ ପିତାଙ୍କର ଧନରୁ ତାହାର ଏହି ସମସ୍ତ ଐଶ୍ୱର୍ଯ୍ୟ ହୋଇଅଛି, ଲାବନର ପୁତ୍ରମାନଙ୍କର ଏହି କଥା ଯାକୁବ ଶୁଣିଲା।
1134  GEN 38:14  ତହିଁରେ ତାମର ବିଧବା-ବସ୍ତ୍ର ପରିତ୍ୟାଗ କରି ଆବରକ ବସ୍ତ୍ର ପିନ୍ଧି ଆପଣାକୁ ଆଚ୍ଛାଦନ କରି ତିମ୍ନାର ପଥପାର୍ଶ୍ଵସ୍ଥିତ ଐନମର ପ୍ରବେଶ-ସ୍ଥାନରେ ବସି ରହିଲା; କାରଣ ସେ ଦେଖିଲା, ଶେଲା ବଡ଼ ହେଲେ ହେଁ ତାହା ସହିତ ଆପଣାର ବିବାହ ହେଲା ନାହିଁ।
1141  GEN 38:21  ଏଣୁ ସେ ସେଠାର ଲୋକମାନଙ୍କୁ ପଚାରିଲା, ଐନମ ପଥପାର୍ଶ୍ୱରେ ଯେଉଁ ମାହାରୀ ଥିଲା, ସେ କାହିଁ ? ସେମାନେ କହିଲେ, “ଏଠାରେ କୌଣସି ମାହାରୀ ରହେ ନାହିଁ।”
1372  GEN 45:13  ଏଣୁ ତୁମ୍ଭେମାନେ ଏହି ମିସର ଦେଶରେ ମୋହର ଐଶ୍ୱର୍ଯ୍ୟାଦି ଯାହା ଯାହା ଦେଖୁଅଛ, ସେ ସମସ୍ତ ମୋ’ ପିତାଙ୍କୁ ଜଣାଇ ତାଙ୍କୁ ଶୀଘ୍ର ଏଠାକୁ ଆଣିବ।”
1984  EXO 16:36  ଏକ ଓମର ଐଫାର ଦଶମାଂଶ।
2377  EXO 29:40  ପୁଣି, ପ୍ରଥମ ମେଷଶାବକ ସହିତ ହିନ୍‍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ ନୈବେଦ୍ୟ ନିମନ୍ତେ ହିନ୍‍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ।
2842  LEV 5:11  ମାତ୍ର ସେ ଯଦି ଦୁଇ କପୋତ ଅବା ଦୁଇ ପାରାଛୁଆ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଆପଣାର ଉପହାର ରୂପେ ପାପାର୍ଥକ ନୈବେଦ୍ୟ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବ; ସେ ତହିଁ ଉପରେ ତୈଳ ଦେବ ନାହିଁ, କି କୁନ୍ଦୁରୁ ରଖିବ ନାହିଁ; କାରଣ ତାହା ପାପାର୍ଥକ ନୈବେଦ୍ୟ।
2870  LEV 6:13  “ଅଭିଷେକ ଦିନରେ ହାରୋଣ ଓ ତାହାର ପୁତ୍ରଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରିବେ, ତାହା ଏହି; ସେମାନେ ନିତ୍ୟ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଐଫାର ଦଶମାଂଶ ସରୁ ମଇଦା ନେଇ ଅର୍ଦ୍ଧେକ ପ୍ରଭାତରେ ଓ ଅର୍ଦ୍ଧେକ ସନ୍ଧ୍ୟା କାଳରେ ଉତ୍ସର୍ଗ କରିବେ।
3122  LEV 14:10  ପୁଣି, ଅଷ୍ଟମ ଦିନରେ ଦୁଇ ନିଖୁନ୍ତ ମେଷବତ୍ସ, ଏକବର୍ଷୀୟା ଏକ ନିଖୁନ୍ତ ମେଷବତ୍ସା ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍‍ ତୈଳ ନେବ।
3133  LEV 14:21  ଆଉ, ଯଦି ସେ ଦରିଦ୍ର ଓ ସେହି ସମସ୍ତ ବଳିଦାନ ଆଣି ନ ପାରେ, ତେବେ ସେ ଆପଣା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଦୋଳନୀୟ ନୈବେଦ୍ୟ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମେଷବତ୍ସ ଓ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍‍ ତୈଳ;
3318  LEV 19:36  ଯଥାର୍ଥ ଦଣ୍ଡି, ଯଥାର୍ଥ ବଟଖରା, ଯଥାର୍ଥ ଐଫା ଓ ଯଥାର୍ଥ ହିନ୍‍, ତୁମ୍ଭମାନଙ୍କର ହେବ; ଯେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
3416  LEV 23:13  ପୁଣି, ଐଫାର ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ତହିଁର ଭକ୍ଷ୍ୟ ନୈବେଦ୍ୟ ହେବ, ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ; ଆଉ, ଏକ ହିନ୍‍ ଦ୍ରାକ୍ଷାରସର ଚତୁର୍ଥାଂଶ ତହିଁର ପେୟ ନୈବେଦ୍ୟ ହେବ।
3420  LEV 23:17  ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୁଟି ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ରନ୍ଧନ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମ ଫଳ ହେବ।
3452  LEV 24:5  ଆଉ, ତୁମ୍ଭେ ସରୁ ମଇଦା ନେଇ ତହିଁରେ ବାରଗୋଟି ପିଠା ପ୍ରସ୍ତୁତ କରିବ; ପ୍ରତ୍ୟେକ ପିଠା ଏକ ଐଫାର ଦୁଇ ଦଶମାଂଶ ହେବ।
3620  NUM 1:15  ନପ୍ତାଲି ବଂଶର; ଐନନର ପୁତ୍ର ଅହୀର।
3688  NUM 2:29  ତହୁଁ ନପ୍ତାଲି ବଂଶ; ଐନନର ପୁତ୍ର ଅହୀର ନପ୍ତାଲି ସନ୍ତାନଗଣର ଅଧିପତି ହେବ;
3808  NUM 5:15  ତେବେ ସେହି ପୁରୁଷ ଆପଣା ଭାର୍ଯ୍ୟାକୁ ଯାଜକ ନିକଟକୁ ଆଣିବ ଓ ତାହା ନିମନ୍ତେ ଐଫାର ଦଶମାଂଶ ଯବ ମଇଦା ଉପହାର ଆଣିବ; ସେ ତହିଁ ଉପରେ ତୈଳ ଢାଳିବ ନାହିଁ ଅବା କୁନ୍ଦୁରୁ ଦେବ ନାହିଁ, କାରଣ ତାହା ଈର୍ଷାର ଭକ୍ଷ୍ୟ-ନୈବେଦ୍ୟ, ଅର୍ଥାତ୍ ଅପରାଧ-ସ୍ମରଣକାରୀ ସ୍ମରଣାର୍ଥକ ଭକ୍ଷ୍ୟ-ନୈବେଦ୍ୟ।
3929  NUM 7:78  ଦ୍ୱାଦଶ ଦିନ ନପ୍ତାଲି-ସନ୍ତାନଗଣର ଅଧିପତି ଐନନର ପୁତ୍ର ଅହୀର ଆଣିଲା;
3934  NUM 7:83  ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଐନନର ପୁତ୍ର ଅହୀରର ଉପହାର।
4016  NUM 10:27  ପୁଣି, ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
4158  NUM 15:4  ସେତେବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗକାରୀ ଲୋକ ହୋମାଦି ବଳିଦାନାର୍ଥକ ପ୍ରତ୍ୟେକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦାର ନୈବେଦ୍ୟ ଆଣିବ,
4160  NUM 15:6  ଅଥବା ଏକ ମେଷ ନିମନ୍ତେ, ତୁମ୍ଭେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ହିନର ତୃତୀୟାଂଶ ତୈଳରେ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ନୈବେଦ୍ୟ ପ୍ରସ୍ତୁତ କରିବ,
4163  NUM 15:9  ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହୀନ୍ ତୈଳ ମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଣିବ।
4584  NUM 28:5  ପୁଣି, ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେଷା ତୈଳ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦା ଦେବ।
4588  NUM 28:9  ଆଉ ବିଶ୍ରାମଦିନରେ ଏକବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ ଓ ତୈଳ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।
4591  NUM 28:12  ପୁଣି, ଏକ ଗୋବତ୍ସ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ;
4592  NUM 28:13  ପୁଣି, ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ହେବ; ତହିଁରେ ସେହି ହୋମବଳି ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
4827  NUM 34:9  ପୁଣି, ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ଓ ହତ୍‍ସର-ଐନନରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ।
4828  NUM 34:10  ଆଉ ତୁମ୍ଭେମାନେ ଆପଣାମାନଙ୍କ ପୂର୍ବ ସୀମା ହତ୍‍ସର-ଐନନଠାରୁ ଶଫାମ୍‍ ପର୍ଯ୍ୟନ୍ତ ଚିହ୍ନିତ କରିବ।
4829  NUM 34:11  ତହୁଁ ସେହି ସୀମା ଶଫାମ୍‍ଠାରୁ ଐନ୍‍ର ପୂର୍ବ ଦିଗ ହୋଇ ରିବ୍‍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍‍ ହ୍ରଦର ପୂର୍ବ ପାର୍ଶ୍ୱ ଦେଇ ଯିବ।
5156  DEU 8:17  ପୁଣି ତୁମ୍ଭେ ଆପଣା ମନେ ମନେ କହିବ, ଆମ୍ଭର ପରାକ୍ରମ ଓ ବାହୁବଳ ଏହିସବୁ ଐଶ୍ୱର୍ଯ୍ୟ ଲାଭ କରିଅଛି।
5157  DEU 8:18  ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ୱର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ।
6211  JOS 15:7  ଏଉତ୍ତାରେ ସେହି ସୀମା ଆଖୋର୍‍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍‍ ଘାଟୀ ସମ୍ମୁଖସ୍ଥ ଗିଲ୍‍ଗଲ୍‍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍‍-ଶେମଶ୍‍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍‍-ରୋଗେଲ ନିକଟରେ ଥିଲା।
6236  JOS 15:32  ଓ ଲବାୟୋତ୍‍ ଓ ଶିଲହୀମ୍‍ ଓ ଐନ୍‍ ଓ ରିମ୍ମୋନ୍‍; ଗ୍ରାମ ସମେତ ସର୍ବସୁଦ୍ଧା ଊଣତିରିଶ ନଗର।
6238  JOS 15:34  ଓ ସାନୋହ ଓ ଐନ୍‍-ଗନ୍ନୀମ ଓ ତପୂହ ଓ ଐନମ୍;
6266  JOS 15:62  ଓ ନିବ୍‍ଶନ୍‍ ଓ ଲବଣ ନଗର ଓ ଐନଗଦୀ; ଏସବୁ ଗ୍ରାମ ସମେତ ଛଅ ନଗର।
6284  JOS 17:7  ମନଃଶିର ସୀମା ଆଶେରଠାରୁ ଶିଖିମ ସମ୍ମୁଖସ୍ଥିତ ମିକ୍‍ମଥତ୍‍ ପର୍ଯ୍ୟନ୍ତ ଥିଲା; ତହୁଁ ସେ ସୀମା ଦକ୍ଷିଣ ଦିଗ ହୋଇ ଐନ୍‍-ତପୂହ ନିବାସୀମାନଙ୍କ ନିକଟ ପର୍ଯ୍ୟନ୍ତ ଗଲା।
6288  JOS 17:11  ପୁଣି ଇଷାଖର ଓ ଆଶେର ମଧ୍ୟରେ ବେଥ୍-ଶାନ ଓ ତହିଁର ଉପନଗର, ଯିବ୍ଲିୟିମ ଓ ତହିଁର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ, ଐନ୍‍-ଦୋର ଓ ତହିଁର ଉପନଗର ନିବାସୀଗଣ, ତାନକ୍‍ ଓ ତହିଁର ଉପନଗର ନିବାସୀଗଣ, ମଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲା।
6311  JOS 18:16  ଆଉ ସେହି ସୀମା ରଫାୟୀମ ତଳଭୂମିର ଉତ୍ତର ଦିଗସ୍ଥିତ ହିନ୍ନୋମ ପୁତ୍ରର ଉପତ୍ୟକା ସମ୍ମୁଖସ୍ଥ ପର୍ବତର ପ୍ରାନ୍ତ ପର୍ଯ୍ୟନ୍ତ ଗଡ଼ିଗଲା ଓ ହିନ୍ନୋମ ଉପତ୍ୟକା ଦେଇ ଯିବୂଷର ଦକ୍ଷିଣ ପାଶ୍ୱକୁ ଗଡ଼ିଆସି ଐନ୍‍-ରୋଗେଲକୁ ଗଲା।
6312  JOS 18:17  ପୁଣି ଉତ୍ତର ଦିଗରେ ଫେରି ଐନ୍‍-ଶେମଶ୍‍ ନିକଟରେ ଗଲା ଓ ଅଦୁମ୍ମୀମ୍‍ ଘାଟୀ ସମ୍ମୁଖସ୍ଥ ଗଲୀଲୋତ ଆଡ଼କୁ ଯାଇ ରୁବେନ୍‍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଡ଼ିଗଲା।
6330  JOS 19:7  ଐନ୍‍ ଓ ରିମ୍ମୋନ୍‍ ଓ ଏଥର୍‍ ଓ ଆଶନ୍‍; ଗ୍ରାମ ସମେତ ଏହି ଚାରି ନଗର
6344  JOS 19:21  ଓ ରେମତ୍‍ ଓ ଐନ୍‍-ଗନ୍ନୀମ୍‍ ଓ ଐନ୍‍-ହଦ୍ଦା ଓ ବେଥ୍-ପତ୍‍ସେସ ପର୍ଯ୍ୟନ୍ତ ଗଲା।
6360  JOS 19:37  ଓ କେଦଶ ଓ ଇଦ୍ରିୟୀ ଓ ଐନ-ହାସୋର
6399  JOS 21:16  ଐନ୍‍ ଓ ତହିଁ ତଳିଭୂମି, ଯୁଟା ଓ ତହିଁ ତଳିଭୂମି, ବେଥ୍-ଶେମଶ ଓ ତହିଁ ତଳିଭୂମି, ସେହି ଦୁଇ ବଂଶରୁ ଏହି ନଅ ନଗର ଦେଲେ।
6412  JOS 21:29  ଯର୍ମୂତ ଓ ତହିଁ ତଳିଭୂମି, ଐନ୍‍-ଗନ୍ନୀମ୍‍ ଓ ତହିଁ ତଳିଭୂମି, ଏହି ଚାରି ନଗର ଦେଲେ।
6675  JDG 6:19  ତହୁଁ ଗିଦିୟୋନ୍‍ ଭିତରକୁ ଯାଇ ଏକ ଛେଳିଛୁଆ ଓ ଏକ ଐଫା ମଇଦାର ତାଡ଼ିଶୂନ୍ୟ ପିଠା ପ୍ରସ୍ତୁତ କଲେ; ମାଂସ ଗୋଟିଏ ଡାଲାରେ ଓ ଝୋଳ ଗୋଟିଏ କହ୍ରାଇରେ ରଖି ବାହାରେ ତାହାଙ୍କ ନିକଟକୁ ଆଣି ଅଲୋନ୍‍ ବୃକ୍ଷ ମୂଳେ ଥୋଇଲେ।
6939  JDG 15:8  ଏଣୁ ସେ ମହାସଂହାରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପରାସ୍ତ କଲା; ତହୁଁ ସେ ଯାଇ ଐଟମ୍‍ ଶୈଳର ସୁଡ଼ଙ୍ଗରେ ବାସ କଲା।
6942  JDG 15:11  ଏଥିରେ ଯିହୁଦାର ତିନି ହଜାର ଲୋକ ଐଟମ୍‍ ଶୈଳର ସୁଡ଼ଙ୍ଗକୁ ଯାଇ ଶାମ୍‍ଶୋନ୍‍କୁ କହିଲେ, ପଲେଷ୍ଟୀୟମାନେ ଯେ ଆମ୍ଭମାନଙ୍କ କର୍ତ୍ତା ଅଟନ୍ତି, ଏହା କି ତୁମ୍ଭେ ଜାଣ ନାହିଁ ? ତେବେ ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କର୍ମ କଲ ? ପୁଣି ସେ ସେମାନଙ୍କୁ କହିଲା, ସେମାନେ ମୋ’ ପ୍ରତି ଯେପରି କଲେ, ମୁଁ ସେପରି ସେମାନଙ୍କୁ କଲି।
6950  JDG 15:19  ତହିଁରେ ପରମେଶ୍ୱର ଲିହୀସ୍ଥିତ ଏକ ଖାଲ ବିଦୀର୍ଣ୍ଣ କରନ୍ତେ, ତହିଁରୁ ଜଳ ନିର୍ଗତ ହେଲା, ପୁଣି ସେ ତାହା ପାନ କରନ୍ତେ, ତାହାର ଆତ୍ମା ଫେରି ଆସିଲା ଓ ସେ ସଚେତନ ହେଲା; ଏହେତୁ ସେହି ସ୍ଥାନର ନାମ ଐନ୍‍-ହକ୍‍କୋରୀ ଦେଲା, ତାହା ଆଜି ପର୍ଯ୍ୟନ୍ତ ଲିହୀରେ ଅଛି।
7168  RUT 2:17  ତହିଁରେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି କ୍ଷେତ୍ରରେ ବଳକା ଶସ୍ୟ ସଂଗ୍ରହ କଲା; ପୁଣି ନିଜ ସାଉଣ୍ଟିଲା ଶସ୍ୟ ମଳନ୍ତେ, ପ୍ରାୟ ଏକ ଐଫା ଯବ ହେଲା।
7238  1SA 1:24  ଏଥିଉତ୍ତାରେ ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାନ୍ତେ, ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ କୁମ୍ପା ଦ୍ରାକ୍ଷାରସ ସହିତ ତାହାକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ସେତେବେଳେ ବାଳକ ଅଳ୍ପ ବୟସ୍କ ଥିଲା।
7320  1SA 4:21  ଆଉ ପରମେଶ୍ୱରଙ୍କ ସିନ୍ଦୁକ ଧରାଯିବାରୁ ଓ ତାହାର ଶ୍ୱଶୁର ଆଉ ସ୍ୱାମୀ ହେତୁରୁ ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା, ଏହା କହି ସେ ବାଳକର ନାମ ଐକାବୋଦ (ହୀନ ଗୌରବ) ରଖିଲା।
7513  1SA 14:3  ମଧ୍ୟ ଯେଉଁ ଏଲି ଶୀଲୋରେ ସଦାପ୍ରଭୁଙ୍କ ଯାଜକ ଥିଲେ, ତାଙ୍କ ପ୍ରପୌତ୍ର, ପୀନହସ୍‍ର ପୌତ୍ର, ଐକାବୋଦର ଭ୍ରାତା ଅହୀଟୂବର ପୁତ୍ର ଅହୀୟ ଏଫୋଦ ପିନ୍ଧି ସେଠାରେ ଥିଲା। ଆଉ ଯୋନାଥନ ଯେ ବାହାର ହୋଇ ଯାଇଅଛି, ଏ କଥା ଲୋକମାନେ ଜାଣି ନ ଥିଲେ।
7637  1SA 17:17  ଏହି ସମୟରେ ଯିଶୀ ଆପଣାର ପୁତ୍ର ଦାଉଦଙ୍କୁ କହିଲା, ଆପଣା ଭାଇମାନଙ୍କ ପାଇଁ ଏହି ଭଜାଶସ୍ୟରୁ ଏକ ଐଫା ଓ ଏହି ଦଶଟା ରୁଟି ନିଅ ଓ ଛାଉଣିକୁ ଆପଣା ଭାଇମାନଙ୍କ ନିକଟକୁ ଶୀଘ୍ର ଘେନି ଯାଅ।
7842  1SA 24:1  ଏଉତ୍ତାରେ ଦାଉଦ ସେହି ସ୍ଥାନରୁ ଯାଇ ଐନଗଦୀସ୍ଥ ଦୁର୍ଗମ ସ୍ଥାନରେ ବାସ କଲେ।
7843  1SA 24:2  ଏଥିଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍‍ଗମନରୁ ଫେରନ୍ତେ, ଲୋକମାନେ ତାଙ୍କୁ ଜଣାଇ କହିଲେ, ଦେଖନ୍ତୁ, ଦାଉଦ ଐନଗଦୀସ୍ଥ ପ୍ରାନ୍ତରରେ ଅଛି।
7952  1SA 28:7  ତେବେ ଶାଉଲ ଆପଣା ଦାସମାନଙ୍କୁ କହିଲେ, ମୋ’ ପାଇଁ ଗୋଟିଏ ଭୂତୁଡ଼ିଆ ସ୍ତ୍ରୀ ଖୋଜ, ମୁଁ ତାହା କତିକି ଯାଇ ତାହାଠାରୁ ବୁଝିବି। ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, ଦେଖନ୍ତୁ, ଐନ୍‍-ଦୋରରେ ଏକ ଭୂତୁଡ଼ିଆ ସ୍ତ୍ରୀ ଅଛି।
8469  2SA 17:17  ସେହି ସମୟରେ ଯୋନାଥନ ଓ ଅହୀମାସ୍‍ ଐନ୍‍-ରୋଗେଲରେ ରହିଥିଲେ; ଆଉ ସେମାନେ ଯେପରି ନଗରକୁ ଆସିବାର ଦେଖା ନ ଯିବେ, ଏଥିପାଇଁ ଏକ ଦାସୀ ଯାଇ ସେମାନଙ୍କୁ ସମ୍ବାଦ ଦେଉଥାଏ; ଆଉ ସେମାନେ ଯାଇ ଦାଉଦ ରାଜାଙ୍କୁ ସମ୍ବାଦ ଦେଉଥା’ନ୍ତି।
8729  1KI 1:9  ଏଉତ୍ତାରେ ଅଦୋନୀୟ ଐନ୍‍-ରୋଗେଲର ପାର୍ଶ୍ଵସ୍ଥ ସୋହେଲତ୍‍-ପ୍ରସ୍ତର ନିକଟରେ ମେଷ, ବୃଷ ଓ ପୁଷ୍ଟ ପଶୁମାନଙ୍କୁ ମାରି ଆପଣା ଭ୍ରାତା ସମସ୍ତ ରାଜପୁତ୍ରଙ୍କୁ ଓ ରାଜାଙ୍କ ଦାସ ଯିହୁଦାର ସମସ୍ତ ଲୋକଙ୍କୁ ନିମନ୍ତ୍ରଣ କଲେ।
8830  1KI 3:11  ଏଥିରେ ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ଏହି ବିଷୟ ମାଗିଅଛ, ପୁଣି, ଆପଣା ନିମନ୍ତେ ଦୀର୍ଘାୟୁ ମାଗି ନାହଁ; କିଅବା ଆପଣା ନିମନ୍ତେ ଐଶ୍ୱର୍ଯ୍ୟ ମାଗି ନାହଁ; ଅଥବା ଆପଣା ଶତ୍ରୁମାନଙ୍କର ପ୍ରାଣ ମାଗି ନାହଁ; ମାତ୍ର ବିଚାର କରିବା ପାଇଁ ଆପଣା ନିମନ୍ତେ ଜ୍ଞାନ ମାଗିଅଛ;
8832  1KI 3:13  ଆହୁରି ତୁମ୍ଭେ ଯେଉଁ ଐଶ୍ୱର୍ଯ୍ୟ ଓ ପ୍ରତାପ ମାଗି ନାହଁ, ସେହି ଦୁଇ ମଧ୍ୟ ଆମ୍ଭେ ତୁମ୍ଭକୁ ଏପରି ଦେଲୁ ଯେ, ତୁମ୍ଭର ଯାବଜ୍ଜୀବନ ରାଜାମାନଙ୍କ ମଧ୍ୟରେ କେହି ତୁମ୍ଭ ସମାନ ହେବ ନାହିଁ।
9089  1KI 10:7  ତଥାପି ମୁଁ ଆସି ଆପଣା ଚକ୍ଷୁରେ ନ ଦେଖିବା ଯାଏ ସେକଥା ବିଶ୍ୱାସ ନ କଲି; ଆଉ ଦେଖନ୍ତୁ, ଅର୍ଦ୍ଧେକ ମୋତେ କୁହାଯାଇ ନ ଥିଲା; ମୁଁ ଯେଉଁ ସୁଖ୍ୟାତି ଶୁଣିଲି, ତଦପେକ୍ଷା ଆପଣଙ୍କ ଜ୍ଞାନ ଓ ଐଶ୍ୱର୍ଯ୍ୟ ଅଧିକ।
9105  1KI 10:23  ଏହିରୂପେ ଶଲୋମନ ରାଜା ଐଶ୍ୱର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କୁ ବଳିଗଲେ।
10289  1CH 1:33  ଆଉ ମିଦୀୟନର ସନ୍ତାନ ଐଫା, ଏଫର, ହନୋକ, ଅବୀଦ ଓ ଇଲଦାୟା, ଏସମସ୍ତେ କଟୂରାର ସନ୍ତାନ।
10356  1CH 2:46  ପୁଣି, କାଲେବର ଉପପତ୍ନୀ ଐଫା ହାରଣକୁ ଓ ମୋତ୍‍ସାକୁ ଓ ଗାସେସକୁ ଜାତ କଲା।
10357  1CH 2:47  ଆଉ ଯେହଦୟର ପୁତ୍ର ରେଗମ୍‍ ଓ ଯୋଥମ୍‍ ଓ ଗେଶନ୍‍ ଓ ପେଲଟ୍‍ ଓ ଐଫା ଓ ଶାଫ୍‍।
10388  1CH 3:23  ନିୟରୀୟର ସନ୍ତାନ ଇଲୀୟୋଐନୟ, ହିଜକୀୟ ଓ ଅସ୍ରୀକାମ, ଏହି ତିନି ଜଣ।
10389  1CH 3:24  ପୁଣି, ଇଲୀୟୋଐନୟର ପୁତ୍ର ହୋଦବୀୟ, ଇଲୀୟାଶୀବ, ପ୍ଲାୟ, ଅକ୍‍କୂବ, ଯୋହାନନ୍‍, ଦଲୟିୟ ଓ ଅନାନି, ଏହି ସାତ ଜଣ।
10392  1CH 4:3  ଐଟମ୍‍ର ପିତାର ସନ୍ତାନ ଯିଷ୍ରିୟେଲ ଓ ଯିଶ୍ମା ଓ ଯିଦ୍‍ବଶ; ଏମାନଙ୍କ ଭଗିନୀର ନାମ ହତ୍‍ସଲିଲ୍‍-ପୋନୀ ଥିଲା।
10421  1CH 4:32  ଆଉ, ଗ୍ରାମସୁଦ୍ଧା ଐଟମ୍‍, ଐନ୍‍, ରିମ୍ମୋନ୍‍, ତୋଖେନ୍‍ ଓ ଆଶନ୍‍, ଏହି ପାଞ୍ଚ ନଗର;
10425  1CH 4:36  ଇଲୀୟୋଐନୟ, ଯାକୋବା, ଯିଶୋହାୟ, ଅସାୟ, ଅଦୀୟେଲ, ଯିଶୀମିୟେଲ ଓ ବନାୟ;
10547  1CH 7:8  ଆଉ ବେଖରର ପୁତ୍ରଗଣ; ସମୀର୍‍, ଯୋୟାଶ୍‍, ଇଲୀୟେଜର, ଇଲୀୟୋଐନୟ, ଅମ୍ରି, ଯେରେମୋତ୍‍, ଅବୀୟ, ଅନାଥୋତ୍‍ ଓ ଆଲେମତ୍‍। ଏ ସମସ୍ତେ ବେଖରର ସନ୍ତାନ।
10599  1CH 8:20  ଇଲୀଐନୟ, ସିଲ୍ଲଥୟ, ଇଲୀୟେଲ୍‍,
11085  1CH 26:3  ପଞ୍ଚମ ଏଲମ୍‍, ଷଷ୍ଠ ଯିହୋହାନନ୍‍, ସପ୍ତମ ଇଲୀହୋଐନୟ।
11391  2CH 9:22  ଏହିରୂପେ ଶଲୋମନ ରାଜା ଐଶ୍ୱର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କ ଅପେକ୍ଷା ମହାନ୍ ହେଲେ।
11425  2CH 11:6  ସେ ବେଥଲିହିମ, ଐଟମ୍‍, ତକୋୟ,
11594  2CH 20:2  ଏଥିରେ କେତେକ ଲୋକ ଯିହୋଶାଫଟ୍‍ଙ୍କୁ ସମ୍ବାଦ ଦେଇ କହିଲେ, “ସମୁଦ୍ର ସେପାରିସ୍ଥ ଅରାମ ଦେଶରୁ ଏକ ମହାଜନତା ଆପଣଙ୍କ ପ୍ରତିକୂଳରେ ଆସୁଅଛନ୍ତି; ଆଉ ଦେଖନ୍ତୁ, ସେମାନେ ହତ୍‍-ସସୋନ୍‍-ତାମରରେ ଅଛନ୍ତି, (ଏହାକୁ ଐନଗଦୀ କହନ୍ତି)।”
12210  EZR 8:4  ପହତ୍‍-ମୋୟାବର ସନ୍ତାନଗଣ ମଧ୍ୟରୁ ସରହୀୟର ପୁତ୍ର ଇଲୀହୋଐନୟ ଓ ତାହା ସଙ୍ଗେ ଦୁଇ ଶହ ପୁରୁଷ।
12279  EZR 10:22  ଆଉ, ପଶ୍‍ହୂରର ସନ୍ତାନମାନଙ୍କ ମଧ୍ୟରୁ ଇଲୀୟୋଐନୟ, ମାସେୟ, ଇଶ୍ମାୟେଲ, ନଥନେଲ, ଯୋଷାବଦ୍‍ ଓ ଇଲୀୟାସା।
12284  EZR 10:27  ଆଉ, ସତ୍ତୂର ସନ୍ତାନଗଣ ମଧ୍ୟରୁ ଇଲୀୟୋଐନୟ, ଇଲୀୟାଶୀବ ଓ ମତ୍ତନୀୟ ଓ ଯେରେମୋତ୍‍ ଓ ସାବଦ୍‍ ଓ ଅସୀସା
12621  NEH 11:29  ଆଉ ଐନ୍‍-ରିମ୍ମୋଣରେ, ସରାୟରେ ଓ ଯର୍ମୂତରେ;
12669  NEH 12:41  ଆଉ ଇଲୀୟାକୀମ୍‍, ମାସେୟ, ମିନ୍ୟାମୀନ, ମୀଖାୟ, ଇଲୀୟୋଐନୟ, ଜିଖରୀୟ, ହନାନୀୟ, ତୂରୀବାଦକ, ଏହି ଯାଜକମାନେ;
12794  EST 5:11  ଆଉ, ହାମନ୍‍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିପରି ତାହାର ପଦ ବୃଦ୍ଧି କରିଅଛନ୍ତି ଓ କିପରି ତାହାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଅଛନ୍ତି, ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲେ।
14692  PSA 49:13  ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ।
14696  PSA 49:17  କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ;
14697  PSA 49:18  କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍‍ଗମନ କରିବ ନାହିଁ।
14700  PSA 49:21  ଯେଉଁ ମନୁଷ୍ୟ ଐଶ୍ୱର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ।
15312  PSA 83:11  ସେମାନେ ଐନ୍‍-ଦୋର ନିକଟରେ ବିନଷ୍ଟ ହେଲେ; ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ।
15639  PSA 104:1  ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭେ ଅତି ମହାନ; ତୁମ୍ଭେ ସମ୍ଭ୍ରମ ଓ ଐଶ୍ୱର୍ଯ୍ୟରେ ବିଭୂଷିତ।
17621  SNG 1:14  ମୋ’ ପ୍ରିୟତମ ମୋ’ ପ୍ରତି ଐନଗଦୀର ଦ୍ରାକ୍ଷାକ୍ଷେତ୍ରସ୍ଥ ମେହେନ୍ଦି ପୁଷ୍ପ ଗୁଚ୍ଛ ତୁଲ୍ୟ ଅଟନ୍ତି।
18009  ISA 14:11  ତୁମ୍ଭର ଐଶ୍ୱର୍ଯ୍ୟ ଓ ତୁମ୍ଭ ନେବଲ ଯନ୍ତ୍ରର ସ୍ୱର ପାତାଳ ପର୍ଯ୍ୟନ୍ତ ଅବରୋହିତ ହୋଇଅଛି; କୀଟ ତୁମ୍ଭ ତଳେ ପ୍ରସାରିତ (ବିଛଣା) ଓ କୃମି ତୁମ୍ଭର ଆଚ୍ଛାଦନ ହୋଇଅଛି।
18897  ISA 60:6  ଅପାର ଓଟ, ମିଦୀୟନ ଓ ଐଫାର ଦ୍ରୁତଗାମୀ-ଉଷ୍ଟ୍ର, ତୁମ୍ଭକୁ ଆବୃତ କରିବେ; ସେହି ସବୁ ଶିବା ଦେଶରୁ ଆସିବେ; ସେମାନେ ସୁବର୍ଣ୍ଣ, କୁନ୍ଦୁରୁ ଆଣିବେ ଓ ସଦାପ୍ରଭୁଙ୍କର ପ୍ରଶଂସା ପ୍ରଚାର କରିବେ।
18919  ISA 61:6  ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କର ଯାଜକ ବୋଲି ବିଖ୍ୟାତ ହେବ; ଲୋକମାନେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିଚାରକ ବୋଲି ଡାକିବେ; ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ୱର୍ଯ୍ୟରେ ତୁମ୍ଭେମାନେ ଦର୍ପ କରିବ।
19002  ISA 66:11  ତହିଁରେ ତୁମ୍ଭେମାନେ ତାହାର ସାନ୍ତ୍ୱନାରୂପ ସ୍ତନ୍ୟ ପାନ କରି ତୃପ୍ତ ହେବ; ତୁମ୍ଭେମାନେ ଦୁଗ୍ଧ ଦୁହିଁ ତାହାର ଐଶ୍ୱର୍ଯ୍ୟର ବାହୁଲ୍ୟରେ ଆନନ୍ଦିତ ହେବ।
19003  ISA 66:12  କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତାହା ଆଡ଼କୁ ନଦୀ ତୁଲ୍ୟ ଶାନ୍ତି ଓ ଉଚ୍ଛୁଳିବା ସ୍ରୋତ ତୁଲ୍ୟ ନାନା ଦେଶୀୟମାନଙ୍କ ଐଶ୍ୱର୍ଯ୍ୟ ବହାଇବା, ପୁଣି ତୁମ୍ଭେମାନେ ତହିଁରୁ ସ୍ତନ୍ୟ ପାନ କରିବ ଓ ତୁମ୍ଭେମାନେ ବାହୁରେ ବୁହାଯିବ ଓ ଆଣ୍ଠୁ ଉପରେ ନଚାଯିବ।
19277  JER 10:7  ହେ ସର୍ବଦେଶୀୟମାନଙ୍କର ରାଜନ୍‍, ତୁମ୍ଭଙ୍କୁ କିଏ ଭୟ ନ କରିବ ? କାରଣ ତାହା ତୁମ୍ଭର ପ୍ରାପ୍ୟ; ଯେହେତୁ ନାନା ଦେଶୀୟ ସମୁଦାୟ ଜ୍ଞାନୀମାନଙ୍କ ମଧ୍ୟରେ ଓ ସେମାନଙ୍କ ସମୁଦାୟ ରାଜକୀୟ ଐଶ୍ୱର୍ଯ୍ୟଶାଳୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ।